Biblia Todo Logo
Bib sou entènèt

- Piblisite -




ଗୀତସଂହିତା 49:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଯେଣୁ ସେ ଦେଖେ ଯେ, ଜ୍ଞାନୀ ଲୋକମାନେ ମରନ୍ତି, ମୂର୍ଖ ଓ ପଶୁବତ୍‍ ଲୋକେ ଏକତ୍ର ବିନଷ୍ଟ ହୁଅନ୍ତି, ପୁଣି, ଆପଣାମାନଙ୍କ ସମ୍ପତ୍ତି ଅନ୍ୟମାନଙ୍କ ନିମନ୍ତେ ଛାଡ଼ିଯାʼନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଯେଣୁ ସେ ଦେଖେ ଯେ, ଜ୍ଞାନୀ ଲୋକମାନେ ମରନ୍ତି, ମୂର୍ଖ ଓ ପଶୁବତ୍ ଲୋକେ ଏକତ୍ର ବିନଷ୍ଟ ହୁଅନ୍ତି, ପୁଣି ଆପଣାମାନଙ୍କ ସମ୍ପତ୍ତି ଅନ୍ୟମାନଙ୍କ ନିମନ୍ତେ ଛାଡ଼ିଯାʼନ୍ତି।

Gade chapit la Kopi

ଓଡିଆ ବାଇବେଲ

10 ଯେଣୁ ସେ ଦେଖେ ଯେ, ଜ୍ଞାନୀ ଲୋକମାନେ ମରନ୍ତି, ମୂର୍ଖ ଓ ପଶୁବତ୍‍ ଲୋକେ ଏକତ୍ର ବିନଷ୍ଟ ହୁଅନ୍ତି, ପୁଣି, ଆପଣାମାନଙ୍କ ସମ୍ପତ୍ତି ଅନ୍ୟମାନଙ୍କ ନିମନ୍ତେ ଛାଡ଼ିଯା’ନ୍ତି।

Gade chapit la Kopi

ପବିତ୍ର ବାଇବଲ

10 ଦେଖ! ବୁଦ୍ଧିମାନ୍ ଲୋକମାନେ ମୃତ୍ୟୁବରଣ କରନ୍ତି, ଯେମିତିକି ମୂର୍ଖ ଓ ନିର୍ବୋଧଲୋକମାନେ ମୃତ୍ୟୁବରଣ କରନ୍ତି ଓ ନିଜର ସମ୍ପତ୍ତି ଅନ୍ୟ ପାଇଁ ଛାଡ଼ି ଯାଆନ୍ତି।

Gade chapit la Kopi




ଗୀତସଂହିତା 49:10
21 Referans Kwoze  

କିନ୍ତୁ ଈଶ୍ବର ତାହାକୁ କହିଲେ, ରେ ନିର୍ବୋଧ, ଆଜି ରାତିରେ ତୋର ପ୍ରାଣ ତୋʼଠାରୁ ନିଆଯିବ; ସେଥିରେ ତୁ ଯାହା ଯାହା ସଞ୍ଚୟ କରିଅଛୁ, ସେହିସବୁ କାହାର ହେବ?


ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଛାୟା ତୁଲ୍ୟ ଗମନାଗମନ କରେ; ନିଶ୍ଚୟ ସେମାନେ ଅସାରରେ ବ୍ୟସ୍ତ; ସେ ଧନ ଗଦା କରେ, ଆଉ କିଏ ତାହା ସଂଗ୍ରହ କରିବ, ଜାଣେ ନାହିଁ।


ମନୁଷ୍ୟମାନଙ୍କ ନିମନ୍ତେ ଯେପରି ଥରେ ମାତ୍ର ମୃତ୍ୟୁ,


ସେମାନେ ସମସ୍ତେ ପଶୁବତ୍‍ ଓ ଅଜ୍ଞାନ ପ୍ରତିମାଗଣର ଶିକ୍ଷା କାଷ୍ଠ ମାତ୍ର।


ଅବଶ୍ୟ ମୁଁ ମନୁଷ୍ୟ ଅପେକ୍ଷା ପଶୁବତ୍‍, ପୁଣି, ମୋʼ ଠାରେ ମନୁଷ୍ୟର ବିବେଚନା ନାହିଁ।


ହେ ଲୋକଙ୍କ ମଧ୍ୟରେ ପଶୁବତ୍‍ ଲୋକେ, ତୁମ୍ଭେମାନେ ବିବେଚନା କର; ହେ ମୂଢ଼ଗଣ, ତୁମ୍ଭେମାନେ କେବେ ଜ୍ଞାନବାନ ହେବ?


ମୁଁ ଏଡ଼େ ମୂର୍ଖ ଓ ଅଜ୍ଞାନ, ମୁଁ ତୁମ୍ଭ ସାକ୍ଷାତରେ ପଶୁ ପରି ଥିଲି।


କାରଣ ମରଣକାଳରେ ସେ କିଛି ନେଇଯିବ ନାହିଁ; ତାହାର ଐଶ୍ୱର୍ଯ୍ୟ ତାହାର ପଶ୍ଚାଦ୍‍ଗମନ କରିବ ନାହିଁ।


ଯେଉଁ ତିତ୍ତିର ପକ୍ଷୀ ଆପଣାର ଅପ୍ରସୂତ ଛୁଆମାନଙ୍କୁ ସଂଗ୍ରହ କରେ, ଅନ୍ୟାୟରେ ଧନ ସଞ୍ଚୟକାରୀ ଲୋକ ତାହାରି ତୁଲ୍ୟ; ତାହାର ପରମାୟୁ ମଧ୍ୟରେ ସେ ଧନ ତାହାକୁ ଛାଡ଼ିଯିବ ଓ ଆପଣାର ଅନ୍ତିମ କାଳରେ ସେ ମୂଢ଼ ହେବ।


ଯେହେତୁ ଯେଉଁ ବ୍ୟକ୍ତି ପରମେଶ୍ୱରଙ୍କୁ ତୁଷ୍ଟ କରେ, ସେ ତାହାକୁ ଜ୍ଞାନ, ବିଦ୍ୟା ଓ ଆନନ୍ଦ ଦିଅନ୍ତି; ମାତ୍ର ପରମେଶ୍ୱରଙ୍କ ତୁଷ୍ଟିକାରୀ ଲୋକକୁ ଦେବା ପାଇଁ ସଂଗ୍ରହ ଓ ସଞ୍ଚୟ କରଣାର୍ଥେ ପାପୀକୁ ସେ କାର୍ଯ୍ୟ ଦିଅନ୍ତି। ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନମାତ୍ର।


ଯେଉଁ ଲୋକ ଅନୁଶାସନ ଭଲ ପାଏ, ସେ ଜ୍ଞାନ ଭଲ ପାଏ; ମାତ୍ର ଯେ ଅନୁଯୋଗ ଘୃଣା କରେ, ସେ ପଶୁ ତୁଲ୍ୟ।


ପରମେଶ୍ୱରଙ୍କ କ୍ରୋଧର ଦିନରେ ଧନ ନିଷ୍ଫଳ, ମାତ୍ର ଧାର୍ମିକତା ମୃତ୍ୟୁୁରୁ ରକ୍ଷା କରେ।


ହେ ସଦାପ୍ରଭୋ, ଆପଣା ହସ୍ତ ଦ୍ୱାରା ଲୋକମାନଙ୍କଠାରୁ, ଯେଉଁମାନଙ୍କର ଅଂଶ ଇହ-ଜୀବନରେ ଅଛି ଓ ଯେଉଁମାନଙ୍କ ଉଦର ତୁମ୍ଭେ ନିଜ ଧନରେ ପୂର୍ଣ୍ଣ କରୁଅଛ, ଏପରି ସାଂସାରିକ ଲୋକମାନଙ୍କଠାରୁ ମୋତେ ଉଦ୍ଧାର କର; ସେମାନେ ସନ୍ତାନସନ୍ତତିରେ ପରିତୃପ୍ତ ଓ ଆପଣା ଆପଣା ଶିଶୁଗଣ ନିମନ୍ତେ ଆପଣାମାନଙ୍କ ଅବଶିଷ୍ଟ ସମ୍ପତ୍ତି ଛାଡ଼ିଯାʼନ୍ତି।


ହେ ପ୍ରଭୋ, ତୁମ୍ଭେ ଆପଣା ବିଶ୍ୱସ୍ତତା ଦ୍ୱାରା ଦାଉଦଙ୍କ ନିକଟରେ ଯାହା ଶପଥ କରିଥିଲ, ତୁମ୍ଭର ସେହି ପୂର୍ବ ବିବିଧ ଦୟା କାହିଁ?


ଜ୍ଞାନୀମାନଙ୍କ ମୁକୁଟ ସେମାନଙ୍କର ଧନ; ପୁଣି, ମୂର୍ଖମାନଙ୍କର ଅଜ୍ଞାନତା କେବଳ ଅଜ୍ଞାନତା।


Swiv nou:

Piblisite


Piblisite