Biblia Todo Logo
Bib sou entènèt

- Piblisite -




ଗୀତସଂହିତା 49:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ମାତ୍ର ମନୁଷ୍ୟ ଐଶ୍ୱର୍ଯ୍ୟରେ ସ୍ଥିର ରହେ ନାହିଁ; ସେ ବିନାଶ୍ୟ ପଶୁ ତୁଲ୍ୟ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ମାତ୍ର ମନୁଷ୍ୟ ଐଶ୍ଵର୍ଯ୍ୟରେ ସ୍ଥିର ରହେ ନାହିଁ; ସେ ବିନାଶ୍ୟ ପଶୁ ତୁଲ୍ୟ।

Gade chapit la Kopi

ଓଡିଆ ବାଇବେଲ

12 ମାତ୍ର ମନୁଷ୍ୟ ଐଶ୍ୱର୍ଯ୍ୟରେ ସ୍ଥିର ରହେ ନାହିଁ; ସେ ବିନାଶ୍ୟ ପଶୁ ତୁଲ୍ୟ।

Gade chapit la Kopi

ପବିତ୍ର ବାଇବଲ

12 ଲୋକମାନେ ବିତ୍ତଶାଳୀ ହୋଇ ପାରନ୍ତି। କିନ୍ତୁ ସେମାନେ ଏଠାରେ ଚିରଦିନ ରହିପାରିବେ ନାହିଁ। ସେମାନେ ପଶୁ ତୁଲ୍ୟ ମୃତ୍ୟୁବରଣ କରିବେ।

Gade chapit la Kopi




ଗୀତସଂହିତା 49:12
8 Referans Kwoze  

ଯେଉଁ ମନୁଷ୍ୟ ଐଶ୍ୱର୍ଯ୍ୟଶାଳୀ ହୋଇ ବିବେଚନା ନ କରେ, ସେ ବିନାଶ୍ୟ ପଶୁ ତୁଲ୍ୟ।


ତଥାପି ତୁମ୍ଭେମାନେ ମନୁଷ୍ୟ ପରି ମରିବ ଓ ଜଣେ ଅଧିପତି ତୁଲ୍ୟ ପତିତ ହେବ।”


ଦେଖ, ତୁମ୍ଭେ ମୋହର ଦିନ କେତେକ ମୁଷ୍ଟି ପରିମିତ କରିଅଛ; ମୋହର ଆୟୁ ତୁମ୍ଭ ଦୃଷ୍ଟିରେ ଅବସ୍ତୁ ତୁଲ୍ୟ; ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଆପଣା ସର୍ବୋତ୍ତମ ଅବସ୍ଥାରେ ହିଁ ନିତାନ୍ତ ଅସାର। [ସେଲା]


କାରଣ ମନୁଷ୍ୟ ମଧ୍ୟ ଆପଣା ମୃତ୍ୟୁର ସମୟ ଜାଣେ ନାହିଁ; ଯେପରି ମତ୍ସ୍ୟଗଣ ଅଶୁଭ ଜାଲରେ ପଡ଼ନ୍ତି ଓ ଯେପରି ପକ୍ଷୀଗଣ ଫାନ୍ଦରେ ଧରାଯାଆନ୍ତି, ସେହିପରି ମନୁଷ୍ୟ-ସନ୍ତାନଗଣ ଅକସ୍ମାତ୍‍ ଉପସ୍ଥିତ ବିପଦ ସମୟରେ ଧରାପଡ଼ନ୍ତି।


କାରଣ ପବିତ୍ର ଶାସ୍ତ୍ରରେ ଯେପରି ଲେଖାଅଛି, “ସମସ୍ତ ମର୍ତ୍ତ୍ୟ ତୃଣ ତୁଲ୍ୟ, ତାହାର ସମସ୍ତ ଶୋଭା ତୃଣର ପୁଷ୍ପ ସଦୃଶ; ତୃଣ ଶୁଖିଯାଏ, ଆଉ ଫୁଲ ଝଡ଼ିପଡ଼େ,


ଆଉ କୟିନ ଆପଣା ଭାର୍ଯ୍ୟାର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ ହନୋକକୁ ପ୍ରସବ କଲେ; ପୁଣି, ସେ ଏକ ନଗର ନିର୍ମାଣ କରି ଆପଣା ପୁତ୍ରର ନାମାନୁସାରେ ତହିଁର ନାମ ହନୋକ ଦେଲେ।


Swiv nou:

Piblisite


Piblisite