ଗୀତସଂହିତା 49:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ସେମାନଙ୍କର ଏହି ଗତି ସେମାନଙ୍କ ମୂର୍ଖତା ଅଟେ; ତଥାପି ସେମାନଙ୍କ ଉତ୍ତାରେ ଲୋକମାନେ ସେମାନଙ୍କ କଥା ପସନ୍ଦ କରନ୍ତି। [ସେଲା] Gade chapit laପବିତ୍ର ବାଇବଲ (Re-edited) - (BSI)13 ସେମାନଙ୍କର ଏହି ଗତି ସେମାନଙ୍କ ମୂର୍ଖତା ଅଟେ; ତଥାପି ସେମାନଙ୍କ ଉତ୍ତାରେ ଲୋକମାନେ ସେମାନଙ୍କ କଥା ପସନ୍ଦ କରନ୍ତି। [ସେଲା Gade chapit laଓଡିଆ ବାଇବେଲ13 ସେମାନଙ୍କର ଏହି ଗତି ସେମାନଙ୍କ ମୂର୍ଖତା ଅଟେ; ତଥାପି ସେମାନଙ୍କ ଉତ୍ତାରେ ଲୋକମାନେ ସେମାନଙ୍କ କଥା ପସନ୍ଦ କରନ୍ତି। [ସେଲା] Gade chapit laପବିତ୍ର ବାଇବଲ13 ସେହି ମୂର୍ଖ ଲୋକମାନଙ୍କ ଭାଗ୍ୟରେ ଏହିପରି ଘଟେ। ଯେଉଁମାନେ ନିଜର ସମ୍ପତ୍ତିକୁ ଅଧିକ ଭଲ ପାଆନ୍ତି। ସେଲା Gade chapit la |
ମାତ୍ର ଆମ୍ଭମାନଙ୍କ ମୁଖରୁ ଯେ ପ୍ରତ୍ୟେକ ବାକ୍ୟ ନିର୍ଗତ ହୋଇଅଛି, ତଦନୁସାରେ ଅବଶ୍ୟ କାର୍ଯ୍ୟ କରିବୁ, ଅର୍ଥାତ୍, ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସମସ୍ତ ପଥରେ ଆମ୍ଭେମାନେ ଯେପରି କରିଅଛୁ ଓ ଆମ୍ଭମାନଙ୍କର ପୂର୍ବପୁରୁଷମାନେ, ଆମ୍ଭମାନଙ୍କର ରାଜାଗଣ ଓ ଅଧିପତିଗଣ ଯେପରି କରିଅଛନ୍ତି, ସେପରି ଆମ୍ଭେମାନେ ଆକାଶର ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବୁ ଓ ପେୟ-ନୈବେଦ୍ୟ ଢାଳିବୁ; କାରଣ ସେସମୟରେ ଆମ୍ଭେମାନେ ପ୍ରଚୁର ଆହାର ପାଇ ସୁଖରେ ଥିଲୁ, କୌଣସି ଅମଙ୍ଗଳ ଦେଖିଲୁ ନାହିଁ।