Biblia Todo Logo
Bib sou entènèt

- Piblisite -




ଗୀତସଂହିତା 49:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଯଦ୍ୟପି ସେ ଜୀବଦ୍ଦଶାରେ ଆପଣା ପ୍ରାଣର ଧନ୍ୟବାଦ କଲା, ଆଉ, ତୁମ୍ଭେ ଆପଣାର ଭଲ କଲେ, ଲୋକେ ତୁମ୍ଭର ପ୍ରଶଂସା କରନ୍ତି;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଯଦ୍ୟପି ସେ ଜୀବଦ୍ଦଶାରେ ଆପଣା ପ୍ରାଣର ଧନ୍ୟବାଦ କଲା, ଆଉ, ତୁମ୍ଭେ ଆପଣାର ଭଲ କଲେ, ଲୋକେ ତୁମ୍ଭର ପ୍ରଶଂସା କରନ୍ତି;

Gade chapit la Kopi

ଓଡିଆ ବାଇବେଲ

18 ଯଦ୍ୟପି ସେ ଜୀବଦ୍ଦଶାରେ ଆପଣା ପ୍ରାଣର ଧନ୍ୟବାଦ କଲା, ଆଉ, ତୁମ୍ଭେ ଆପଣାର ଭଲ କଲେ, ଲୋକେ ତୁମ୍ଭର ପ୍ରଶଂସା କରନ୍ତି;

Gade chapit la Kopi

ପବିତ୍ର ବାଇବଲ

18 ଜଣେ ଧନୀ ବ୍ୟକ୍ତି ପ୍ରକୃତରେ ନିଜ ଜୀବନରେ ଯାହାସବୁ କରିଛି, ସେଥିପାଇଁ ନିଜକୁ କେବଳ ଧନ୍ୟବାଦ ଦିଏ। ହଁ, ଅନ୍ୟ ଲୋକମାନେ ମଧ୍ୟ ତାକୁ ପ୍ରଶଂସା କରି କହନ୍ତି, ସେ ତା'ର ଜୀବନରେ କିପରି ଉତ୍ତମ ସଫଳତା ହାସଲ କରିଛି।

Gade chapit la Kopi




ଗୀତସଂହିତା 49:18
10 Referans Kwoze  

ଆଉ ମୁଁ ମୋହର ପ୍ରାଣକୁ କହିବି, ରେ ପ୍ରାଣ, ଅନେକ ବର୍ଷ ନିମନ୍ତେ ତୋର ବହୁତ ଖାଦ୍ୟଶସ୍ୟ ସଞ୍ଚିତ ଅଛି, ବିଶ୍ରାମ କର୍, ଭୋଜନ କର୍, ଆମୋଦ କର୍;


ଆଉ କେହି ଯେପରି ଏହି ଅଭିଶାପର କଥା ଶୁଣି ମନେ ମନେ ଆପଣାର ଧନ୍ୟବାଦ କରି ନ କହେ ଯେ, ଆମ୍ଭେ ଶୁଖିଲା ସଙ୍ଗେ ଓଦାକୁ ଧ୍ୱଂସ କରିବା ପାଇଁ ଆପଣା ହୃଦୟର କଠିନତା ଅନୁସାରେ ଚଳିଲେ ମଧ୍ୟ ଆମ୍ଭର ମଙ୍ଗଳ ହେବ।


କାରଣ ଦୁଷ୍ଟ ଆପଣା ମନୋବାଞ୍ଛା ବିଷୟରେ ଦର୍ପ କରେ; ଆଉ, ଲୋଭୀ ସଦାପ୍ରଭୁଙ୍କୁ ତ୍ୟାଗ କରେ, ମଧ୍ୟ ତାହାଙ୍କୁ ଅବଜ୍ଞା କରେ।


ପୁଣି, ଇଫ୍ରୟିମ କହିଲା, “ନିଶ୍ଚୟ ମୁଁ ଧନୀ ହୋଇଅଛି, ମୁଁ ଆପଣା ନିମନ୍ତେ ସମ୍ପତ୍ତି ପାଇଅଛି; ମୋʼ ର ସବୁ ପରିଶ୍ରମରେ ସେମାନେ ପାପଯୁକ୍ତ କୌଣସି ଅଧର୍ମ ମୋʼ ଠାରେ ପାଇବେ ନାହିଁ।”


ତହିଁରେ ରାଜାଙ୍କ ଯେତେ ଦାସ ରାଜଦ୍ୱାରରେ ଥିଲେ, ସେସମସ୍ତେ ନତ ହୋଇ ହାମନ୍‍କୁ ପ୍ରଣାମ କଲେ; କାରଣ ରାଜା ତାହା ବିଷୟରେ ସେରୂପ ଆଜ୍ଞା ଦେଇଥିଲେ; ମାତ୍ର ମର୍ଦ୍ଦଖୟ ନତ ହେଲେ ନାହିଁ କିଅବା ତାହାଙ୍କୁ ପ୍ରଣାମ କଲେ ନାହିଁ।


ପୁଣି, ତାହାକୁ ଏପରି କୁହ, ‘ତୁମ୍ଭେ ଚିରଜୀବୀ ହୁଅ, ତୁମ୍ଭର ମଙ୍ଗଳ ହେଉ, ତୁମ୍ଭ ଗୃହର ମଙ୍ଗଳ ହେଉ ଓ ତୁମ୍ଭ ସର୍ବସ୍ୱର ମଙ୍ଗଳ ହେଉ।


ଯେଉଁମାନେ ରୂପାରେ ଆପଣାମାନଙ୍କ ଗୃହ ପରିପୂର୍ଣ୍ଣ କରିଥିଲେ, ଏପରି ସ୍ୱର୍ଣ୍ଣାଧିକାରୀ ଅଧିପତିମାନଙ୍କ ସଙ୍ଗେ ଥାʼନ୍ତି;


ଆଉ, ଦୁର୍ଘଟଣା ଦ୍ୱାରା ସେହି ସବୁ ଧନ କ୍ଷୟ ପାଏ; ପୁଣି, ସେ ପୁତ୍ର ଜାତ କଲେ, ତାହା ହସ୍ତରେ କିଛି ନ ଥାଏ।


Swiv nou:

Piblisite


Piblisite