ଗୀତସଂହିତା 49:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଯେଉଁମାନେ ଆପଣାମାନଙ୍କ ସମ୍ପତ୍ତିରେ ନିର୍ଭର ରଖନ୍ତି; ଓ ଆପଣାମାନଙ୍କ ଧନର ବାହୁଲ୍ୟରେ ଦର୍ପ କରନ୍ତି; Gade chapit laପବିତ୍ର ବାଇବଲ (Re-edited) - (BSI)6 ଯେଉଁମାନେ ଆପଣାମାନଙ୍କ ସମ୍ପତ୍ତିରେ ନିର୍ଭର ରଖନ୍ତି ଓ ଆପଣାମାନଙ୍କ ଧନର ବାହୁଲ୍ୟରେ ଦର୍ପ କରନ୍ତି; Gade chapit laଓଡିଆ ବାଇବେଲ6 ଯେଉଁମାନେ ଆପଣାମାନଙ୍କ ସମ୍ପତ୍ତିରେ ନିର୍ଭର ରଖନ୍ତି; ଓ ଆପଣାମାନଙ୍କ ଧନର ବାହୁଲ୍ୟରେ ଦର୍ପ କରନ୍ତି; Gade chapit laପବିତ୍ର ବାଇବଲ6 ଅନେକ ଲୋକ ଭାବନ୍ତି ସେମାନଙ୍କର ଧନ ଓ ବଳ ସେମାନଙ୍କୁ ରକ୍ଷା କରିବ କିନ୍ତୁ ସେହି ଲୋକମାନେ ମୂର୍ଖ ଅଟନ୍ତି। Gade chapit la |