Biblia Todo Logo
Bib sou entènèt

- Piblisite -




ଗୀତସଂହିତା 5:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ହେ ସଦାପ୍ରଭୋ, ମୋʼ ବାକ୍ୟରେ କର୍ଣ୍ଣ ଦିଅ, ମୋହର କାକୂକ୍ତି ବିବେଚନା କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ହେ ସଦାପ୍ରଭୋ, ମୋʼ ବାକ୍ୟରେ କର୍ଣ୍ଣ ଦିଅ, ମୋହର କାକୂକ୍ତି ବିବେଚନା କର।

Gade chapit la Kopi

ଓଡିଆ ବାଇବେଲ

1 ହେ ସଦାପ୍ରଭୁ, ମୋ’ ବାକ୍ୟରେ କର୍ଣ୍ଣ ଦିଅ, ମୋହର କାକୂକ୍ତି ବିବେଚନା କର।

Gade chapit la Kopi

ପବିତ୍ର ବାଇବଲ

1 ହେ ସଦାପ୍ରଭୁ, ମୋର କଥା ଶୁଣନ୍ତୁ। ବୁଝିବାକୁ ଚେଷ୍ଟା କରନ୍ତୁ ମୁଁ କ’ଣ କରିବାକୁ ଗ୍ଭହୁଁଛି।

Gade chapit la Kopi




ଗୀତସଂହିତା 5:1
12 Referans Kwoze  

ହେ ପରମେଶ୍ୱର, ମୋହର ପ୍ରାର୍ଥନା ଶୁଣ; ମୋʼ ମୁଖର କଥାରେ କର୍ଣ୍ଣପାତ କର।


କାରଣ ଧାର୍ମିକମାନଙ୍କ ପ୍ରତି ପ୍ରଭୁଙ୍କ ଦୃଷ୍ଟି ଅଛି, ସେମାନଙ୍କ ବିନତି ପ୍ରତି ତାହାଙ୍କ କର୍ଣ୍ଣ ଉନ୍ମୁକ୍ତ ଅଟେ, କିନ୍ତୁ ପ୍ରଭୁଙ୍କର ମୁଖ ଦୁଷ୍କର୍ମକାରୀମାନଙ୍କ ପ୍ରତିକୂଳ।”


ହେ ସଦାପ୍ରଭୋ, ମୋହର ଶୈଳ ଓ ମୋହର ମୁକ୍ତିକର୍ତ୍ତା, ତୁମ୍ଭ ଦୃଷ୍ଟିରେ ମୋʼ ମୁଖର ବାକ୍ୟ ଓ ମୋʼ ଅନ୍ତଃକରଣର ଧ୍ୟାନ ସୁଗ୍ରାହ୍ୟ ହେଉ।


ହେ ପରମେଶ୍ୱର, ମୋʼ କାକୂକ୍ତିର ରବ ଶ୍ରବଣ କର; ଶତ୍ରୁ ଭୟରୁ ମୋʼ ଜୀବନ ରକ୍ଷା କର।


ଆଉ, ସେହି ପ୍ରକାରେ ପବିତ୍ର ଆତ୍ମା ମଧ୍ୟ ଆମ୍ଭମାନଙ୍କ ଦୁର୍ବଳତାରେ ସାହାଯ୍ୟ କରନ୍ତି; କାରଣ କଅଣ ପ୍ରାର୍ଥନା କରିବା ଉଚିତ, ତାହା ଆମ୍ଭେମାନେ ଜାଣୁ ନାହୁଁ, କିନ୍ତୁ ଆତ୍ମା ସ୍ୱୟଂ ଅକଥନୀୟ ଆର୍ତ୍ତନାଦରେ ଆମ୍ଭମାନଙ୍କ ନିମନ୍ତେ ନିବେଦନ କରନ୍ତି;


ହେ ସଦାପ୍ରଭୋ, କର୍ଣ୍ଣ ଡେରି ମୋତେ ଉତ୍ତର ଦିଅ; କାରଣ ମୁଁ ଦରିଦ୍ର ଓ ଦୀନହୀନ।


ହେ ସଦାପ୍ରଭୋ, ନ୍ୟାୟବାଦ ଶୁଣ, ମୋʼ କାକୂକ୍ତିରେ ମନୋଯୋଗ କର; ନିଷ୍କପଟ ଓଷ୍ଠରୁ ନିର୍ଗତ ମୋʼ ପ୍ରାର୍ଥନାରେ କର୍ଣ୍ଣପାତ କର।


ଆପଣା ଦାସୀକୁ ବେକାର ସ୍ତ୍ରୀ ବୋଲି ଜ୍ଞାନ ନ କର; ମୁଁ ଆପଣା ଚିନ୍ତା ଓ ବିରକ୍ତିର ବାହୁଲ୍ୟ ସକାଶୁ ଏପର୍ଯ୍ୟନ୍ତ କଥା କହୁଥିଲି।


ହେ ଇସ୍ରାଏଲର ପାଳକ, ମେଷପଲ ତୁଲ୍ୟ ଯୋଷେଫକୁ ଚଳାଅ ଯେ ତୁମ୍ଭେ, ତୁମ୍ଭେ କର୍ଣ୍ଣପାତ କର; କିରୂବମାନଙ୍କ ଉପରେ ଉପବିଷ୍ଟ ଯେ ତୁମ୍ଭେ, ତୁମ୍ଭେ ପ୍ରକାଶମାନ ହୁଅ।


ସେସମୟରେ ହାନ୍ନା ଆପଣା ମନେ ମନେ କଥା କହୁଥିଲା; କେବଳ ତାହାର ଓଷ୍ଠ ହଲୁଥିଲା, ମାତ୍ର ତାହାର ରବ ଶୁଣାଯାଉ ନ ଥିଲା; ତେଣୁ ସେ ମତ୍ତ ହୋଇଥିବ ବୋଲି ଏଲି ବିଚାର କଲେ।


Swiv nou:

Piblisite


Piblisite