ଗୀତସଂହିତା 5:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ହେ ପରମେଶ୍ୱର, ସେମାନଙ୍କୁ ଦୋଷୀ କର; ସେମାନେ ଆପଣାମାନଙ୍କ ମନ୍ତ୍ରଣା ଦ୍ୱାରା ପତିତ ହେଉନ୍ତୁ; ସେମାନଙ୍କ ଅପରାଧର ବାହୁଲ୍ୟରେ ସେମାନଙ୍କୁ ତଡ଼ି ଦିଅ; କାରଣ ସେମାନେ ତୁମ୍ଭ ପ୍ରତିକୂଳରେ ବିଦ୍ରୋହ କରିଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)10 ହେ ପରମେଶ୍ଵର, ସେମାନଙ୍କୁ ଦୋଷୀ କର; ସେମାନେ ଆପଣାମାନଙ୍କ ମନ୍ତ୍ରଣା ଦ୍ଵାରା ପତିତ ହେଉନ୍ତୁ; ସେମାନଙ୍କ ଅପରାଧର ବାହୁଲ୍ୟରେ ସେମାନଙ୍କୁ ତଡ଼ି ଦିଅ; କାରଣ ସେମାନେ ତୁମ୍ଭ ପ୍ରତିକୂଳରେ ବିଦ୍ରୋହ କରିଅଛନ୍ତି। Gade chapit laଓଡିଆ ବାଇବେଲ10 ହେ ପରମେଶ୍ୱର, ସେମାନଙ୍କୁ ଦୋଷୀ କର; ସେମାନେ ଆପଣାମାନଙ୍କ ମନ୍ତ୍ରଣା ଦ୍ୱାରା ପତିତ ହେଉନ୍ତୁ; ସେମାନଙ୍କ ଅପରାଧର ବାହୁଲ୍ୟରେ ସେମାନଙ୍କୁ ତଡ଼ି ଦିଅ; କାରଣ ସେମାନେ ତୁମ୍ଭ ପ୍ରତିକୂଳରେ ବିଦ୍ରୋହ କରିଅଛନ୍ତି। Gade chapit laପବିତ୍ର ବାଇବଲ10 ହେ ପରମେଶ୍ୱର, ସେମାନଙ୍କୁ ଶାସ୍ତି ଦିଅ। ସେମାନେ ବାନ୍ଧିଥିବା ଫାଶରେ ସେମାନଙ୍କୁ ପକାଇ ଦିଅ। ସେମାନେ ତୁମ୍ଭର ବିରୁଦ୍ଧାଚରଣ କରିଛନ୍ତି, ତେଣୁ ସେମାନଙ୍କର ଅନେକ ଅପରାଧ ପାଇଁ ସେମାନଙ୍କୁ ଶାସ୍ତି ବିଧାନ କର। Gade chapit la |
ଏଉତ୍ତାରେ ନାବଲ ମରିଅଛି, ଏହା ଦାଉଦ ଶୁଣି କହିଲେ, “ନାବଲ ହସ୍ତରୁ ମୋହର ଅପମାନଜନକ ବିବାଦର ପ୍ରତିବାଦ କଲେ ଓ ଆପଣା ଦାସକୁ ମନ୍ଦ କର୍ମରୁ ନିବୃତ୍ତ କଲେ ଯେ ସଦାପ୍ରଭୁ, ସେ ଧନ୍ୟ ହେଉନ୍ତୁ; ଆଉ ସଦାପ୍ରଭୁ ନାବଲର ମନ୍ଦ କର୍ମର ପ୍ରତିଫଳ ତାହା ମସ୍ତକରେ ବର୍ତ୍ତାଇଅଛନ୍ତି।” ଏଉତ୍ତାରେ ଦାଉଦ ଅବୀଗଲକୁ ବିବାହ କରିବା ବିଷୟ କଥାବାର୍ତ୍ତା କରିବା ପାଇଁ ତାହା ନିକଟକୁ ଲୋକ ପଠାଇଲେ।