ଗୀତସଂହିତା 5:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ମାତ୍ର ମୁଁ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାର ବାହୁଲ୍ୟରେ, ତୁମ୍ଭ ଗୃହକୁ ଆସିବି; ମୁଁ ତୁମ୍ଭ ଭୟରେ ତୁମ୍ଭ ପବିତ୍ର ମନ୍ଦିର ଆଡ଼େ ପ୍ରଣାମ କରିବି। Gade chapit laପବିତ୍ର ବାଇବଲ (Re-edited) - (BSI)7 ମାତ୍ର ମୁଁ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାର ବାହୁଲ୍ୟରେ ତୁମ୍ଭ ଗୃହକୁ ଆସିବି; ମୁଁ ତୁମ୍ଭ ଭୟରେ ତୁମ୍ଭ ପବିତ୍ର ମନ୍ଦିର ଆଡ଼େ ପ୍ରଣାମ କରିବି। Gade chapit laଓଡିଆ ବାଇବେଲ7 ମାତ୍ର ମୁଁ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାର ବାହୁଲ୍ୟରେ, ତୁମ୍ଭ ଗୃହକୁ ଆସିବି; ମୁଁ ତୁମ୍ଭ ଭୟରେ ତୁମ୍ଭ ପବିତ୍ର ମନ୍ଦିର ଆଡ଼େ ପ୍ରଣାମ କରିବି। Gade chapit laପବିତ୍ର ବାଇବଲ7 କିନ୍ତୁ ସଦାପ୍ରଭୁ ତୁମ୍ଭର ଅସୀମ କରୁଣା ଯୋଗୁଁ, ମୁଁ ନିଶ୍ଚୟ ତୁମ୍ଭ ପବିତ୍ର ମନ୍ଦିରରେ ପହଞ୍ଚିବି। ମୁଁ ନତମସ୍ତକରେ ତୁମ୍ଭର ସେହି ପବିତ୍ର ମନ୍ଦିରରେ ତୁମ୍ଭକୁ ଭୟ ଭକ୍ତି ଓ ସମ୍ମାନର ସହିତ ଉପାସନା କରିବି। Gade chapit la |
ଯଦିବା ସଦାପ୍ରଭୁଙ୍କୁ ସେବା କରିବା ତୁମ୍ଭମାନଙ୍କ ଦୃଷ୍ଟିରେ ମନ୍ଦ ଦିଶେ, ତେବେ ତୁମ୍ଭେମାନେ କାହାର ସେବା କରିବ, ତାହା ଆଜି ମନୋନୀତ କର; କି ନଦୀ ସେପାରିରେ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁ ଦେବତାମାନଙ୍କୁ ସେବା କଲେ, ସେମାନଙ୍କ, କିଅବା ଯେଉଁ ଇମୋରୀୟମାନଙ୍କ ଦେଶରେ ତୁମ୍ଭେମାନେ ବାସ କରୁଅଛ, ସେମାନଙ୍କ ଦେବତାମାନଙ୍କୁ (ସେବା କରିବ, ଏହା ମନୋନୀତ କର); ମାତ୍ର ମୁଁ ଓ ମୋହର ପରିଜନ, ଆମ୍ଭେମାନେ ସଦାପ୍ରଭୁଙ୍କୁ ସେବା କରିବା।”