Biblia Todo Logo
Bib sou entènèt

- Piblisite -




ଗୀତସଂହିତା 50:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଆମ୍ଭେ ପର୍ବତମାନର ସମସ୍ତ ପକ୍ଷୀକୁ ଜାଣୁ ଓ ବିଲର ପଶୁସବୁ ଆମ୍ଭର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଆମ୍ଭେ ପର୍ବତମାନର ସମସ୍ତ ପକ୍ଷୀକି ଜାଣୁ ଓ ବିଲର ପଶୁସବୁ ଆମ୍ଭର।

Gade chapit la Kopi

ଓଡିଆ ବାଇବେଲ

11 ଆମ୍ଭେ ପର୍ବତମାନର ସମସ୍ତ ପକ୍ଷୀକୁ ଜାଣୁ ଓ ବିଲର ପଶୁସବୁ ଆମ୍ଭର।

Gade chapit la Kopi

ପବିତ୍ର ବାଇବଲ

11 ମୁଁ ଅତିଉଚ୍ଚ ପର୍ବତରେ ଉଠୁଥିବା ପକ୍ଷୀକୁ ଜାଣେ। ଖୋଲା ଦେଶ ଭିତରେ ସମସ୍ତ ପଶୁଗୁଡ଼ିକ ବାସ କରୁଥିବା ମୋର ଅଟେ।

Gade chapit la Kopi




ଗୀତସଂହିତା 50:11
11 Referans Kwoze  

ଆକାଶର ପକ୍ଷୀମାନଙ୍କୁ ଦେଖ, ସେମାନେ ବୁଣନ୍ତି ନାହିଁ କି କାଟନ୍ତି ନାହିଁ କିଅବା ଅମାରରେ ସଞ୍ଚୟ କରନ୍ତି ନାହିଁ, ଆଉ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ସେମାନଙ୍କୁ ଖାଦ୍ୟ ଦିଅନ୍ତି। ତୁମ୍ଭେମାନେ କଅଣ ସେମାନଙ୍କଠାରୁ ଶ୍ରେଷ୍ଠ ନୁହଁ?


କାଉମାନଙ୍କ ବିଷୟରେ ଭାବି ଦେଖ, ସେମାନେ ବୁଣନ୍ତି ନାହିଁ କି କାଟନ୍ତି ନାହିଁ, ପୁଣି, ସେମାନଙ୍କର ଅମାର ନାହିଁ, ଆଉ ଈଶ୍ବର ସେମାନଙ୍କୁ ଆହାର ଦିଅନ୍ତି; ତୁମ୍ଭେମାନେ ପକ୍ଷୀମାନଙ୍କ ଅପେକ୍ଷା କେତେ ଅଧିକ ଶ୍ରେଷ୍ଠ!


ହେ କ୍ଷେତ୍ରସ୍ଥ ପଶୁସବୁ, ହେ ବନସ୍ଥ ସମସ୍ତ ପଶୁ, ତୁମ୍ଭେମାନେ ଗ୍ରାସ କରିବାକୁ ଆସ।


ସେ ପଶୁକୁ ତାହାର ଆହାର ଦିଅନ୍ତି ଓ ରାବନ୍ତା ଡାମରା କାଉ ଛୁଆମାନଙ୍କୁ ଆହାର ଦିଅନ୍ତି।


ତହିଁ ନିକଟରେ ଖେଚର ପକ୍ଷୀଗଣ ବସା କରନ୍ତି, ସେମାନେ ଡାଳ ମଧ୍ୟରେ ଗାନ କରନ୍ତି।


ଡାମରା କାଉର ଛୁଆମାନେ ପରମେଶ୍ୱରଙ୍କ ନିକଟରେ ରାବ କରି ଖାଦ୍ୟ ଅଭାବରେ ଭ୍ରମଣ କଲା ବେଳେ କିଏ ତାହାକୁ ଆହାର ଯୋଗାଇ ଦିଏ?


Swiv nou:

Piblisite


Piblisite