Biblia Todo Logo
Bib sou entènèt

- Piblisite -




ଗୀତସଂହିତା 50:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଆମ୍ଭେ କ୍ଷୁଧିତ ହେଲେ, ତୁମ୍ଭକୁ ଜଣାଇବା ନାହିଁ; କାରଣ ଜଗତ ଓ ତହିଁର ପୂର୍ଣ୍ଣତା ଆମ୍ଭର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଆମ୍ଭେ କ୍ଷୁଧିତ ହେଲେ, ତୁମ୍ଭକୁ ଜଣାଇବା ନାହିଁ; କାରଣ ଜଗତ ଓ ତହିଁର ପୂର୍ଣ୍ଣତା ଆମ୍ଭର।

Gade chapit la Kopi

ଓଡିଆ ବାଇବେଲ

12 ଆମ୍ଭେ କ୍ଷୁଧିତ ହେଲେ, ତୁମ୍ଭକୁ ଜଣାଇବା ନାହିଁ; କାରଣ ଜଗତ ଓ ତହିଁର ପୂର୍ଣ୍ଣତା ଆମ୍ଭର।

Gade chapit la Kopi

ପବିତ୍ର ବାଇବଲ

12 ମୁଁ ଭୋକିଲା ନୁହେଁ, ଯଦି ମୁଁ ଭୋକିଲା ଥା’ନ୍ତି, କେବେହେଲେ ତୁମ୍ଭକୁ ଖାଦ୍ୟ ମାଗି ନ ଥା’ନ୍ତି। ମୁଁ ଏହି ପୃଥିବୀର ମାଲିକ ଓ ତହିଁର ପୂର୍ଣ୍ଣତା ମୋର ଅଧୀନ ଅଟେ।

Gade chapit la Kopi




ଗୀତସଂହିତା 50:12
11 Referans Kwoze  

ଏବେ ତୁମ୍ଭେମାନେ ଯଦି ଆମ୍ଭ ରବରେ ମନୋଯୋଗ କରିବ ଓ ଆମ୍ଭ ନିୟମ ପାଳନ କରିବ, ତେବେ ତୁମ୍ଭେମାନେ ସମସ୍ତ ଲୋକଙ୍କ ଅପେକ୍ଷା ଆମ୍ଭ ନିଜର ସଞ୍ଚିତ ଧନ ହେବ; କାରଣ ସମସ୍ତ ପୃଥିବୀ ଆମ୍ଭର।


ଦେଖ, ଆକାଶମଣ୍ଡଳ ଓ ତହିଁ ଉପରିସ୍ଥ ସ୍ୱର୍ଗ, ପୁଣି ପୃଥିବୀ ଓ ତହିଁ ମଧ୍ୟସ୍ଥିତ ସମସ୍ତ ବସ୍ତୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଅଟେ।


କିଏ ଆଗେ ଆମ୍ଭକୁ ଦେଇଅଛି ଯେ, ଆମ୍ଭେ ତାହାକୁ ପରିଶୋଧ କରିବା? ସମୁଦାୟ ଆକାଶମଣ୍ଡଳ ତଳେ ଯାହା କିଛି ଅଛି, ସବୁ ହିଁ ଆମ୍ଭର।


ପୁଣି, ଆପଣା ସଙ୍ଗେ ଥିବା ପଶୁ, ପକ୍ଷୀ ଓ ଭୂଚର, ଉରୋଗାମୀ ଆଦି ସବୁ ଜୀବଜନ୍ତୁ ବାହାରକୁ ଘେନିଯାଅ; ସେମାନେ ପୃଥିବୀକୁ ପରିପୂର୍ଣ୍ଣ କରନ୍ତୁ, ପୁଣି, ପୃଥିବୀରେ ପ୍ରଜାବନ୍ତ ଓ ବହୁବଂଶ ହେଉନ୍ତୁ।”


ହେ ସଦାପ୍ରଭୋ, ତୁମ୍ଭର କାର୍ଯ୍ୟସକଳ କିପରି ବହୁବିଧ! ତୁମ୍ଭେ ଜ୍ଞାନରେ ସେସବୁ ନିର୍ମାଣ କରିଅଛ; ପୃଥିବୀ ତୁମ୍ଭ ସମ୍ପତ୍ତିରେ ପରିପୂର୍ଣ୍ଣ।


Swiv nou:

Piblisite


Piblisite