Biblia Todo Logo
Bib sou entènèt

- Piblisite -




ଗୀତସଂହିତା 50:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ପୁଣି, ସ୍ୱର୍ଗ ତାହାଙ୍କର ଧର୍ମ ପ୍ରକାଶ କରିବ; କାରଣ ପରମେଶ୍ୱର ସ୍ୱୟଂ ବିଚାରକର୍ତ୍ତା। [ସେଲା]

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ପୁଣି, ସ୍ଵର୍ଗ ତାହାଙ୍କର ଧର୍ମ ପ୍ରକାଶ କରିବ; କାରଣ ପରମେଶ୍ଵର ସ୍ଵୟଂ ବିଚାରକର୍ତ୍ତା। [ସେଲା

Gade chapit la Kopi

ଓଡିଆ ବାଇବେଲ

6 ପୁଣି, ସ୍ୱର୍ଗ ତାହାଙ୍କର ଧର୍ମ ପ୍ରକାଶ କରିବ; କାରଣ ପରମେଶ୍ୱର ସ୍ୱୟଂ ବିଚାରକର୍ତ୍ତା। [ସେଲା]

Gade chapit la Kopi

ପବିତ୍ର ବାଇବଲ

6 ପରମେଶ୍ୱର ହେଉଛନ୍ତି ବିଗ୍ଭରକର୍ତ୍ତା। ସ୍ୱର୍ଗ ତାଙ୍କର ନ୍ୟାୟ ପ୍ରିୟତାକୁ ବର୍ଣ୍ଣନା କରେ। ସେଲା

Gade chapit la Kopi




ଗୀତସଂହିତା 50:6
14 Referans Kwoze  

ଆକାଶମଣ୍ଡଳ ତାହାଙ୍କ ଧର୍ମ ପ୍ରଚାର କରଇ ଓ ସମୁଦାୟ ଗୋଷ୍ଠୀ ତାହାଙ୍କ ମହିମା ଦେଖିଅଛନ୍ତି।


ହେ ସଦାପ୍ରଭୋ, ସ୍ୱର୍ଗ ତୁମ୍ଭ ଆଶ୍ଚର୍ଯ୍ୟକ୍ରିୟାର ପ୍ରଶଂସା କରିବ, ମଧ୍ୟ ପବିତ୍ରଗଣର ସମାଜରେ ତୁମ୍ଭ ବିଶ୍ୱସ୍ତତାର ପ୍ରଶଂସା କରିବ।


ମାତ୍ର ପରମେଶ୍ୱର ବିଚାରକର୍ତ୍ତା ଅଟନ୍ତି; ସେ ଏକକୁ ଅବନତ ଓ ଅନ୍ୟକୁ ଉନ୍ନତ କରନ୍ତି।


କାରଣ ତାହାଙ୍କ ବିଚାର ସତ୍ୟ ଓ ନ୍ୟାୟ; ଯେଉଁ ମହା ବେଶ୍ୟା ଆପଣା ବ୍ୟଭିଚାର ଦ୍ୱାରା, ପୃଥିବୀକୁ ଭ୍ରଷ୍ଟ କରିଥିଲା, ସେ ତାହାକୁ ଦଣ୍ଡ ଦେଇ ଆପଣା ଦାସମାନଙ୍କ ରକ୍ତପାତର ପରିଶୋଧ ତାହାଠାରୁ ନେଇଅଛନ୍ତି।”


ସଦାପ୍ରଭୁ ଆପଣାର ପରିଚୟ ଦେଇଅଛନ୍ତି, ସେ ବିଚାର ସାଧନ କରିଅଛନ୍ତି; ଦୁଷ୍ଟ ନିଜ ହସ୍ତର କର୍ମପାଶରେ ବଦ୍ଧ ହୋଇଅଛି। [ହିଗାୟୋନ୍‍, ସେଲା]


କିନ୍ତୁ ତୁମ୍ଭେ ଆପଣା କଠିନ ଓ ଅପରିବର୍ତ୍ତିତ ହୃଦୟ ଅନୁସାରେ, ଯେଉଁ ଦିନ ଈଶ୍ବରଙ୍କ ନ୍ୟାୟବିଚାର ପ୍ରକାଶ ପାଇବ, ସେହି କ୍ରୋଧର ଦିନରେ ନିଜ ପାଇଁ କ୍ରୋଧ ସଞ୍ଚୟ କରୁଅଛ;


ଦୁଷ୍ଟ ସହିତ ଧାର୍ମିକକୁ ବିନାଶ କରିବାର କର୍ମ ଆପଣଙ୍କଠାରୁ ଦୂରେ ଥାଉ ଓ ଧାର୍ମିକକୁ ଦୁଷ୍ଟର ସମାନ କରିବା ଆପଣଙ୍କଠାରୁ ଦୂରେ ଥାଉ। ସମସ୍ତ ପୃଥିବୀର ବିଚାରକର୍ତ୍ତା କି ନ୍ୟାୟବିଚାର କରିବେ ନାହିଁ?”


କାରଣ ଭଲ ହେଉ ବା ମନ୍ଦ ହେଉ, ପ୍ରତ୍ୟେକ ଜଣ ଆପଣା ଶରୀର ଦ୍ୱାରା କୃତ କର୍ମାନୁସାରେ ଫଳ ପାଇବା ନିମନ୍ତେ ଖ୍ରୀଷ୍ଟଙ୍କ ବିଚାରାସନ ଛାମୁରେ ଆମ୍ଭ ସମସ୍ତଙ୍କୁ ଉପସ୍ଥିତ ହେବାକୁ ହେବ।


କାରଣ ସଦାପ୍ରଭୁ ଆମ୍ଭମାନଙ୍କର ବିଚାରକର୍ତ୍ତା, ସଦାପ୍ରଭୁ ଆମ୍ଭମାନଙ୍କର ବ୍ୟବସ୍ଥାଦାତା, ସଦାପ୍ରଭୁ ଆମ୍ଭମାନଙ୍କର ରାଜା, ସେ ଆମ୍ଭମାନଙ୍କର ପରିତ୍ରାଣ କରିବେ।


Swiv nou:

Piblisite


Piblisite