ଗୀତସଂହିତା 50:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 “ହେ ଆମ୍ଭର ଲୋକମାନେ, ଶୁଣ, ଆମ୍ଭେ କଥା କହିବା; ହେ ଇସ୍ରାଏଲ ଶୁଣ, ଆମ୍ଭେ ତୁମ୍ଭ ବିଷୟରେ ସାକ୍ଷ୍ୟ ଦେବା; ଆମ୍ଭେ ହିଁ ପରମେଶ୍ୱର, ତୁମ୍ଭର ପରମେଶ୍ୱର, Gade chapit laପବିତ୍ର ବାଇବଲ (Re-edited) - (BSI)7 ହେ ଆମ୍ଭର ଲୋକମାନେ, ଶୁଣ, ଆମ୍ଭେ କଥା କହିବା; ହେ ଇସ୍ରାଏଲ ଶୁଣ, ଆମ୍ଭେ ତୁମ୍ଭ ବିଷୟରେ ସାକ୍ଷ୍ୟ ଦେବା; ଆମ୍ଭେ ହିଁ ପରମେଶ୍ଵର, ତୁମ୍ଭର ପରମେଶ୍ଵର, Gade chapit laଓଡିଆ ବାଇବେଲ7 “ହେ ଆମ୍ଭର ଲୋକମାନେ, ଶୁଣ, ଆମ୍ଭେ କଥା କହିବା; ହେ ଇସ୍ରାଏଲ ଶୁଣ, ଆମ୍ଭେ ତୁମ୍ଭ ବିଷୟରେ ସାକ୍ଷ୍ୟ ଦେବା; ଆମ୍ଭେ ହିଁ ପରମେଶ୍ୱର, ତୁମ୍ଭର ପରମେଶ୍ୱର, Gade chapit laପବିତ୍ର ବାଇବଲ7 ପରମେଶ୍ୱର କହନ୍ତି, “ଇସ୍ରାଏଲର ଅଧିବାସୀଗଣ, ମୋର ଅନୁଗାମୀମାନେ ମୋର କଥା ଶୁଣ, ମୁଁ ତୁମ୍ଭକୁ ତାହାର ପ୍ରମାଣ ଦେଖାଇବି ଯାହା ତୁମ୍ଭ ବିରୁଦ୍ଧରେ ଯିବ। ମୁଁ ହିଁ ପରମେଶ୍ୱର, ତୁମ୍ଭର ପରମେଶ୍ୱର। Gade chapit la |
“ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁନା ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା। ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆମ୍ଭେ କହିବା, ‘ଏମାନେ ଆମ୍ଭର ଲୋକ’ ଆଉ, ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”
ତଥାପି ସଦାପ୍ରଭୁ ପ୍ରତ୍ୟେକ ଭବିଷ୍ୟଦ୍ବକ୍ତା ଓ ପ୍ରତ୍ୟେକ ଦର୍ଶକ ଦ୍ୱାରା ଇସ୍ରାଏଲ ପ୍ରତି ଓ ଯିହୁଦା ପ୍ରତି ସାକ୍ଷ୍ୟ ଦେଇ କହିଲେ, “ତୁମ୍ଭେମାନେ ଆପଣାମାନଙ୍କ କୁପଥରୁ ଫେର, ଆଉ ଆମ୍ଭେ ତୁମ୍ଭମାନଙ୍କ ପିତୃଲୋକଙ୍କୁ ଯେସମସ୍ତ ବ୍ୟବସ୍ଥା ଆଜ୍ଞା କରିଅଛୁ ଓ ଯାହା ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣଙ୍କ ହସ୍ତ ଦ୍ୱାରା ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ତଦନୁସାରେ ଆମ୍ଭର ଆଜ୍ଞା ଓ ବିଧିସବୁ ପାଳନ କର।”