Biblia Todo Logo
Bib sou entènèt

- Piblisite -




ଗୀତସଂହିତା 50:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଆମ୍ଭେ ତୁମ୍ଭ ଗୃହରୁ କୌଣସି ବୃଷ କିମ୍ବା ତୁମ୍ଭ ଖୁଆଡ଼ରୁ ଛାଗର ବଳିଦାନ ନେବା ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଆମ୍ଭେ ତୁମ୍ଭ ଗୃହରୁ କୌଣସି ବୃଷ କି ତୁମ୍ଭ ଖୁଆଡ଼ରୁ ଛାଗ ନେବା ନାହିଁ।

Gade chapit la Kopi

ଓଡିଆ ବାଇବେଲ

9 ଆମ୍ଭେ ତୁମ୍ଭ ଗୃହରୁ କୌଣସି ବୃଷ କିମ୍ଵା ତୁମ୍ଭ ଖୁଆଡ଼ରୁ ଛାଗର ବଳିଦାନ ନେବା ନାହିଁ।

Gade chapit la Kopi

ପବିତ୍ର ବାଇବଲ

9 ମୁଁ ତୁମ୍ଭ ଗୃହରୁ ବଳଦମାନଙ୍କୁ ନେବି ନାହିଁ କି ମୁଁ ତୁମ୍ଭର ଗୁହାଳରୁ ଛେଳିମାନଙ୍କୁ ନେବି ନାହିଁ।

Gade chapit la Kopi




ଗୀତସଂହିତା 50:9
6 Referans Kwoze  

କିଅବା ତାହାଙ୍କର କୌଣସି ଅଭାବ ଥିବାରୁ ମନୁଷ୍ୟହସ୍ତ ଦ୍ୱାରା ସେବିତ ହୁଅନ୍ତି ନାହିଁ, ଯେଣୁ ସେ ସ୍ୱୟଂ ସମସ୍ତଙ୍କୁ ଜୀବନ, ନିଶ୍ୱାସ, ଓ ସମସ୍ତ ପଦାର୍ଥ ଦାନ କରନ୍ତି।


ପୁଣି, ତାହା ଗୋରୁ ଅବା ଶୃଙ୍ଗ ଓ ଖୁରାଯୁକ୍ତ ବୃଷ ଅପେକ୍ଷା ସଦାପ୍ରଭୁଙ୍କର ତୁଷ୍ଟିକର ହେବ।


ତେବେ ମୁଁ କହିଲି, “ଦେଖ, ମୁଁ ଉପସ୍ଥିତ; ଶାସ୍ତ୍ରରେ ମୋହର ବିଷୟ ଲିଖିତ ଅଛି।


Swiv nou:

Piblisite


Piblisite