ଗୀତସଂହିତା 51:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତୁମ୍ଭ ଛାମୁରୁ ମୋତେ ଦୂର କର ନାହିଁ ଓ ତୁମ୍ଭ ପବିତ୍ର ଆତ୍ମା ମୋʼ ଠାରୁ ନିଅ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)11 ତୁମ୍ଭ ଛାମୁରୁ ମୋତେ ଦୂର କର ନାହିଁ ଓ ତୁମ୍ଭ ପବିତ୍ର ଆତ୍ମା ମୋʼଠାରୁ ନିଅ ନାହିଁ। Gade chapit laଓଡିଆ ବାଇବେଲ11 ତୁମ୍ଭ ଛାମୁରୁ ମୋତେ ଦୂର କର ନାହିଁ ଓ ତୁମ୍ଭ ପବିତ୍ର ଆତ୍ମା ମୋ’ଠାରୁ ନିଅ ନାହିଁ। Gade chapit laପବିତ୍ର ବାଇବଲ11 ତୁମ୍ଭଠାରୁ ମୋତେ ଦୂର କର ନାହିଁ! ଏବଂ ତୁମ୍ଭର ପବିତ୍ରଆତ୍ମା ମୋ'ଠାରୁ ନିଅ ନାହିଁ। Gade chapit la |