ଗୀତସଂହିତା 51:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 କାରଣ ମୁଁ ଆପଣା ଅଧର୍ମ ସ୍ୱୀକାର କରୁଅଛି ଓ ମୋʼ ପାପ ସର୍ବଦା ମୋʼ ସମ୍ମୁଖରେ ଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)3 କାରଣ ମୁଁ ଆପଣା ଅଧର୍ମ ସ୍ଵୀକାର କରୁଅଛି ଓ ମୋʼ ପାପ ସର୍ବଦା ମୋʼ ସମ୍ମୁଖରେ ଅଛି। Gade chapit laଓଡିଆ ବାଇବେଲ3 କାରଣ ମୁଁ ଆପଣା ଅଧର୍ମ ସ୍ୱୀକାର କରୁଅଛି ଓ ମୋ’ ପାପ ସର୍ବଦା ମୋ’ ସମ୍ମୁଖରେ ଅଛି। Gade chapit laପବିତ୍ର ବାଇବଲ3 ମୁଁ ଜାଣେ ମୁଁ ପାପ କରିଛି। ମୋର ପାପ ସବୁ ସର୍ବଦା ମୋର ସମ୍ମୁଖରେ ଦେଖାଯାଉଛି। Gade chapit la |