Biblia Todo Logo
Bib sou entènèt

- Piblisite -




ଗୀତସଂହିତା 51:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଦେଖ, ଅପରାଧରେ ମୁଁ ନିର୍ମିତ ହେଲି ଓ ପାପରେ ମୋʼ ମାତା ମୋତେ ଗର୍ଭରେ ଧାରଣ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଦେଖ, ଅପରାଧରେ ମୁଁ ନିର୍ମିତ ହେଲି ଓ ପାପରେ ମୋʼ ମାତା ମୋତେ ଗର୍ଭରେ ଧାରଣ କଲା।

Gade chapit la Kopi

ଓଡିଆ ବାଇବେଲ

5 ଦେଖ, ଅପରାଧରେ ମୁଁ ନିର୍ମିତ ହେଲି ଓ ପାପରେ ମୋ’ ମାତା ମୋତେ ଗର୍ଭରେ ଧାରଣ କଲା।

Gade chapit la Kopi

ପବିତ୍ର ବାଇବଲ

5 ମୁଁ ପାପପୂର୍ଣ୍ଣ ପୃଥିବୀରେ ଜନ୍ମ ହେଲି ଓ ପାପରୁ ହିଁ ମୋର ମା’ ମୋତେ ଗର୍ଭରେ ଧାରଣ କଲା।

Gade chapit la Kopi




ଗୀତସଂହିତା 51:5
9 Referans Kwoze  

ଅତଏବ, ଯେପରି ଜଣେ ଲୋକ ଦ୍ୱାରା ପାପ ଓ ପାପ ଦ୍ୱାରା ମୃତ୍ୟୁ ଜଗତରେ ପ୍ରବେଶ କଲା, ଆଉ ସେହି ପ୍ରକାରେ ମୃତ୍ୟୁ ସମସ୍ତ ଲୋକଙ୍କ ପ୍ରତି ଘଟିଲା, ଯେଣୁ ସମସ୍ତେ ତ ପାପ କଲେ।


ଦୁଷ୍ଟମାନେ ଗର୍ଭରୁ ବିପଥଗାମୀ; ସେମାନେ ଜନ୍ମଠାରୁ ମିଥ୍ୟା କହି କହି ବିପଥରେ ଗମନ କରନ୍ତି।


ଅଶୁଚି ବସ୍ତୁରୁ ଶୁଚି ବସ୍ତୁ କିଏ ଉତ୍ପନ୍ନ କରିପାରେ? ଜଣେ ନାହିଁ।


ସେହି ଅନାଜ୍ଞାବହ ସନ୍ତାନମାନଙ୍କ ସହିତ ଆମ୍ଭେମାନେ ସମସ୍ତେ ମଧ୍ୟ ଏକ ସମୟରେ ଆମ୍ଭମାନଙ୍କ ଶାରୀରିକ ଅଭିଳାଷ ଅନୁସାରେ ଜୀବନଯାପନ କରି ଶାରୀରିକ ଓ ମନର କାମନା ପୂର୍ଣ୍ଣ କରୁଥିଲୁ, ପୁଣି, ଅନ୍ୟମାନଙ୍କ ପରି ସୁଦ୍ଧା ସ୍ୱଭାବତଃ କ୍ରୋଧର ପାତ୍ର ଥିଲୁ;


ମାଂସରୁ ଯାହା ଜାତ, ତାହା ମାଂସ; ପୁଣି, ଆତ୍ମାରୁ ଯାହା ଜାତ, ତାହା ଆତ୍ମା।


ଆଦମ ଶହେ ତିରିଶ ବର୍ଷ ବୟସରେ ଆପଣା ସାଦୃଶ୍ୟ ଓ ପ୍ରତିମୂର୍ତ୍ତିରେ ଏକ ପୁତ୍ର ଜାତ କରି ତାହାର ନାମ ଶେଥ ଦେଲେ।


ତହିଁରେ ସଦାପ୍ରଭୁ ତହିଁର ସୁଗନ୍ଧ ଆଘ୍ରାଣ କରି ମନେ ମନେ କହିଲେ, “ଆମ୍ଭେ ମନୁଷ୍ୟ ସକାଶୁ ଆଉ ପୃଥିବୀକୁ ଅଭିଶାପ ଦେବା ନାହିଁ; ଯଦ୍ୟପି ବାଲ୍ୟକାଳଠାରୁ ମନୁଷ୍ୟ ମନର କଳ୍ପନା ମନ୍ଦ, ତଥାପି ଆମ୍ଭେ ଯେପରି କରିଅଛୁ, ସେହିପରି ଆଉ ଥରେ କେବେ ହେଁ ସବୁ ପ୍ରାଣୀଙ୍କୁ ବିନଷ୍ଟ କରିବା ନାହିଁ।


ମଧ୍ୟ ସେ ସ୍ତ୍ରୀ, ଯାହା ସଙ୍ଗେ ସ୍ଖଳିତ ବୀର୍ଯ୍ୟ ପୁରୁଷ ଶୟନ କରିବ, ସେ ଦୁହେଁ ଜଳରେ ସ୍ନାନ କରିବେ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବେ।


Swiv nou:

Piblisite


Piblisite