ଗୀତସଂହିତା 53:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ବିବେଚକ କେହି ଅଛି କି ନାହିଁ, ପରମେଶ୍ୱରଙ୍କର ଅନ୍ୱେଷଣକାରୀ କେହି ଅଛି କି ନାହିଁ, ଏହା ଦେଖିବା ପାଇଁ ପରମେଶ୍ୱର ସ୍ୱର୍ଗରୁ ମନୁଷ୍ୟ-ସନ୍ତାନଗଣ ପ୍ରତି ନିରୀକ୍ଷଣ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)2 ବିବେଚକ କେହି ଅଛି କି ନାହିଁ, ପରମେଶ୍ଵରଙ୍କର ଅନ୍ଵେଷଣକାରୀ କେହି ଅଛି କି ନାହିଁ, ଏହା ଦେଖିବା ପାଇଁ ପରମେଶ୍ଵର ସ୍ଵର୍ଗରୁ ମନୁଷ୍ୟ-ସନ୍ତାନଗଣ ପ୍ରତି ନିରୀକ୍ଷଣ କଲେ। Gade chapit laଓଡିଆ ବାଇବେଲ2 ବିବେଚକ କେହି ଅଛି କି ନାହିଁ, ପରମେଶ୍ୱରଙ୍କର ଅନ୍ୱେଷଣକାରୀ କେହି ଅଛି କି ନାହିଁ, ଏହା ଦେଖିବା ପାଇଁ ପରମେଶ୍ୱର ସ୍ୱର୍ଗରୁ ମନୁଷ୍ୟ-ସନ୍ତାନଗଣ ପ୍ରତି ନିରୀକ୍ଷଣ କଲେ। Gade chapit laପବିତ୍ର ବାଇବଲ2 ପରମେଶ୍ୱର ସ୍ୱର୍ଗରୁ ସମସ୍ତ ମନୁଷ୍ୟ ସମାଜକୁ ନିରୀକ୍ଷଣ କରନ୍ତି। ସେ ଲକ୍ଷ୍ୟ କରନ୍ତି, ଯଦି କେହି ଜ୍ଞାନୀ ବ୍ୟକ୍ତି ପରମେଶ୍ୱରଙ୍କୁ ଅନ୍ୱେଷଣ କରେ। Gade chapit la |
ତହୁଁ ସେ ଆସାଙ୍କ ସହିତ ସାକ୍ଷାତ କରିବାକୁ ଯାଇ ତାଙ୍କୁ କହିଲା, “ହେ ଆସା ଓ ସମଗ୍ର ଯିହୁଦା ଓ ବିନ୍ୟାମୀନ୍, ତୁମ୍ଭେମାନେ ମୋʼ କଥା ଶୁଣ; ତୁମ୍ଭେମାନେ ସଦାପ୍ରଭୁଙ୍କ ସଙ୍ଗେ ଥିବାଯାଏ ସେ ତୁମ୍ଭମାନଙ୍କ ସଙ୍ଗେ ଅଛନ୍ତି; ଯଦି ତୁମ୍ଭେମାନେ ତାହାଙ୍କ ଅନ୍ୱେଷଣ କରିବ, ତେବେ ତୁମ୍ଭେମାନେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରିବ, ତେବେ ସେ ତୁମ୍ଭମାନଙ୍କୁ ପରିତ୍ୟାଗ କରିବେ।
ଆଉ, ହେ ମୋହର ପୁତ୍ର ଶଲୋମନ, ତୁମ୍ଭେ ଆପଣା ପିତାର ପରମେଶ୍ୱରଙ୍କୁ ଜ୍ଞାତ ହୁଅ ଓ ସିଦ୍ଧ ଅନ୍ତଃକରଣରେ ଓ ଇଚ୍ଛୁକ ମନରେ ତାହାଙ୍କର ସେବା କର; କାରଣ ସଦାପ୍ରଭୁ ସମସ୍ତ ଅନ୍ତଃକରଣ ଅନୁସନ୍ଧାନ କରନ୍ତି ଓ ଚିନ୍ତାର ସକଳ କଳ୍ପନା ବୁଝନ୍ତି; ଯଦି ତୁମ୍ଭେ ତାହାଙ୍କର ଅନ୍ୱେଷଣ କରିବ, ତେବେ ତୁମ୍ଭେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେ ତାହାଙ୍କୁ ତ୍ୟାଗ କରିବ, ତେବେ ସେ ତୁମ୍ଭକୁ ଚିରକାଳ ଦୂର କରିବେ।