Biblia Todo Logo
Bib sou entènèt

- Piblisite -




ଗୀତସଂହିତା 55:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 କାରଣ କୌଣସି ଶତ୍ରୁ ମୋତେ ତିରସ୍କାର କଲା ନାହିଁ; କଲେ ତାହା ମୁଁ ସହ୍ୟ କରିପାରନ୍ତି; କିଅବା ମୋହର ଘୃଣାକାରୀ ମୋʼ ବିରୁଦ୍ଧରେ ଦର୍ପ କଲା ନାହିଁ, କଲେ ତାହାଠାରୁ ମୁଁ ଆପଣାକୁ ଲୁଚାନ୍ତି;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 କାରଣ କୌଣସି ଶତ୍ରୁ ମୋତେ ତିରସ୍କାର କଲା ନାହିଁ ; କଲେ ତାହା ମୁଁ ସହ୍ୟ କରି ପାରନ୍ତି; କିଅବା ମୋହର ଘୃଣାକାରୀ ମୋʼ ବିରୁଦ୍ଧରେ ଦର୍ପ କଲା ନାହିଁ, କଲେ ତାହାଠାରୁ ମୁଁ ଆପଣାକୁ ଲୁଚାନ୍ତି;

Gade chapit la Kopi

ଓଡିଆ ବାଇବେଲ

12 କାରଣ କୌଣସି ଶତ୍ରୁ ମୋତେ ତିରସ୍କାର କଲା ନାହିଁ; କଲେ ତାହା ମୁଁ ସହ୍ୟ କରି ପାରନ୍ତି; କିଅବା ମୋହର ଘୃଣାକାରୀ ମୋ’ ବିରୁଦ୍ଧରେ ଦର୍ପ କଲା ନାହିଁ, କଲେ ତାହାଠାରୁ ମୁଁ ଆପଣାକୁ ଲୁଚାନ୍ତି;

Gade chapit la Kopi

ପବିତ୍ର ବାଇବଲ

12 ଯଦି କୌଣସି ଶତ୍ରୁ ମୋତେ ତିରସ୍କାର କଲା, ମୁଁ ସହନ୍ତି। ଯଦି ମୋର ଶତ୍ରୁମାନେ ମୋ’ ବିରୁଦ୍ଧରେ ଆକ୍ରମଣ କରନ୍ତି, ମୁଁ ତାଙ୍କଠାରୁ ନିଜକୁ ଲୁଗ୍ଭନ୍ତି।

Gade chapit la Kopi




ଗୀତସଂହିତା 55:12
7 Referans Kwoze  

ହଁ, ମୋହର ନିଜ ସୁହୃଦ, ଯାହାକୁ ମୁଁ ବିଶ୍ୱାସ କଲି, ଯେ ମୋହର ରୁଟି ଖାଇଲା, ସେ ଆମ୍ଭ ବିରୁଦ୍ଧରେ ଆପଣା ଗୋଇଠି ଉଠାଇଅଛି।


ମୁଁ ତୁମ୍ଭ ସମସ୍ତଙ୍କ ସମ୍ବନ୍ଧରେ କହୁ ନାହିଁ; କେଉଁ ପ୍ରକାର ଲୋକମାନଙ୍କୁ ମୁଁ ମନୋନୀତ କରିଅଛି, ତାହା ମୁଁ ଜାଣେ; କିନ୍ତୁ ଧର୍ମଶାସ୍ତ୍ରର ଏହି ବାକ୍ୟ ଯେପରି ସଫଳ ହୁଏ, ସେଥିପାଇଁ ଏହିପରି ଘଟୁଅଛି, ଯେ ମୋହର ଅନ୍ନ ଖାଏ, ସେ ମୋହର ବିରୁଦ୍ଧରେ ଗୋଇଠା ଉଠାଇଲା।


ଯେଉଁମାନେ ମୋʼ ବିପଦରେ ଆନନ୍ଦ କରନ୍ତି, ସେମାନେ ଏକତ୍ର ଲଜ୍ଜିତ ଓ ବିବ୍ରତ ହେଉନ୍ତୁ; ଯେଉଁମାନେ ମୋʼ ବିରୁଦ୍ଧରେ ଦର୍ପ କରନ୍ତି, ସେମାନେ ଲଜ୍ଜା ଓ ଅପମାନ ପରିଧାନ କରନ୍ତୁ।


କୁହ୍ରାଡ଼ି କʼଣ ତଦ୍ଦ୍ୱାରା ଛେଦନକର୍ତ୍ତା ବିରୁଦ୍ଧରେ ଦର୍ପ କରିବ? କରତ କʼଣ କରତୀୟାର ପ୍ରତିକୂଳରେ ଆପଣାକୁ ଶ୍ରେଷ୍ଠ କରିବ? ଯେଉଁମାନେ ଦଣ୍ଡ ଉଠାନ୍ତି, ଦଣ୍ଡ କʼଣ ସେମାନଙ୍କୁ ହଲାଇବ? ଯେ କାଷ୍ଠ ନୁହେଁ, ଯଷ୍ଟି କʼଣ ତାହାକୁ ଉଠାଇବ?


କାରଣ ମୁଁ କହିଲି, “କେଜାଣି ମୋହର ଶତ୍ରୁମାନେ ମୋʼ ଉପରେ ଆନନ୍ଦ କରିବେ; ମୋʼ ପାଦ ଖସିଗଲା ବେଳେ ସେମାନେ ମୋʼ ପ୍ରତିକୂଳରେ ଦର୍ପ କରନ୍ତି।”


Swiv nou:

Piblisite


Piblisite