Biblia Todo Logo
Bib sou entènèt

- Piblisite -




ଗୀତସଂହିତା 55:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ମାତ୍ର ମୁଁ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରିବି; ପୁଣି, ସଦାପ୍ରଭୁ ମୋତେ ପରିତ୍ରାଣ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ମାତ୍ର ମୁଁ ପରମେଶ୍ଵରଙ୍କଠାରେ ପ୍ରାର୍ଥନା କରିବି; ପୁଣି, ସଦାପ୍ରଭୁ ମୋତେ ପରିତ୍ରାଣ କରିବେ।

Gade chapit la Kopi

ଓଡିଆ ବାଇବେଲ

16 ମାତ୍ର ମୁଁ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରିବି; ପୁଣି, ସଦାପ୍ରଭୁ ମୋତେ ପରିତ୍ରାଣ କରିବେ।

Gade chapit la Kopi

ପବିତ୍ର ବାଇବଲ

16 ମୁଁ ପରମେଶ୍ୱରଙ୍କଠାରେ ସାହାଯ୍ୟ ପାଇଁ ପ୍ରାର୍ଥନା କରିବି। ଏବଂ ସଦାପ୍ରଭୁ ମୋତେ ରକ୍ଷା କରିବେ।

Gade chapit la Kopi




ଗୀତସଂହିତା 55:16
6 Referans Kwoze  

ପୁଣି, ସଙ୍କଟ ଦିନରେ ଆମ୍ଭକୁ ଡାକ; ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା, ଆଉ ତୁମ୍ଭେ ଆମ୍ଭର ମହିମା ପ୍ରକାଶ କରିବ।”


ମୋʼ ପ୍ରେମ ପାଲଟେ ସେମାନେ ମୋହର ବିପକ୍ଷ ହୋଇଅଛନ୍ତି; ମାତ୍ର ମୁଁ ପ୍ରାର୍ଥନାରେ ପ୍ରବୃତ୍ତ।


ମାତ୍ର ପରମେଶ୍ୱରଙ୍କର ନିକଟବର୍ତ୍ତୀ ହେବାର ମୋହର ମଙ୍ଗଳ; ମୁଁ ତୁମ୍ଭର ସକଳ କର୍ମ ବର୍ଣ୍ଣନା କରିବା ପାଇଁ ପ୍ରଭୁ ସଦାପ୍ରଭୁଙ୍କୁ ଆପଣାର ଆଶ୍ରୟ ସ୍ୱରୂପ କରିଅଛି।


ସେ ଆମ୍ଭ ନିକଟରେ ପ୍ରାର୍ଥନା କଲେ, ଆମ୍ଭେ ତାହାକୁ ଉତ୍ତର ଦେବା; ଦୁଃଖ ବେଳେ ଆମ୍ଭେ ତାହାର ସହବର୍ତ୍ତୀ ହେବା; ଆମ୍ଭେ ତାହାକୁ ରକ୍ଷା କରିବା ଓ ତାହାକୁ ସମ୍ଭ୍ରମ କରିବା।


ଏହିରୂପେ ସେମାନେ ଓ ସେମାନଙ୍କର ସମସ୍ତ ପରିଜନ ଜୀଅନ୍ତା ଥାଉ ଥାଉ ପାତାଳକୁ ଧସି ଗଲେ ଓ ପୃଥିବୀ ସେମାନଙ୍କ ଉପରେ ଆଚ୍ଛାଦନ କଲା, ତହିଁରେ ସେମାନେ ସମାଜ ମଧ୍ୟରୁ ଲୁପ୍ତ ହେଲେ।


Swiv nou:

Piblisite


Piblisite