Biblia Todo Logo
Bib sou entènèt

- Piblisite -




ଗୀତସଂହିତା 55:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ମୋତେ ଭୟ ଓ କମ୍ପ ଆକ୍ରମଣ କରିଅଛି, ପୁଣି, ମହାତ୍ରାସ ମୋତେ ଆଚ୍ଛନ୍ନ କରିଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ମୋତେ ଭୟ ଓ କମ୍ପ ଆକ୍ରମଣ କରିଅଛି, ପୁଣି ମହାତ୍ରାସ ମୋତେ ଆଚ୍ଛନ୍ନ କରିଅଛି।

Gade chapit la Kopi

ଓଡିଆ ବାଇବେଲ

5 ମୋତେ ଭୟ ଓ କମ୍ପ ଆକ୍ରମଣ କରିଅଛି, ପୁଣି, ମହାତ୍ରାସ ମୋତେ ଆଚ୍ଛନ୍ନ କରିଅଛି।

Gade chapit la Kopi

ପବିତ୍ର ବାଇବଲ

5 ମୋତେ ଭୟ ଓ କମ୍ପ ଆକ୍ରମଣ କରିଅଛି, ଆଉ ମହାତ୍ରାସ ମୋତେ ଆଚ୍ଛନ୍ନ କରିଅଛି।

Gade chapit la Kopi




ଗୀତସଂହିତା 55:5
12 Referans Kwoze  

ତୁମ୍ଭ ଭୟ ସକାଶୁ ମୋʼ ଶରୀର କମ୍ପିତ ହୁଏ ଓ ତୁମ୍ଭ ଶାସନ ବିଷୟରେ ମୁଁ ଭୀତ ହୁଏ। ଅଇନ୍‍।


ମୁଁ ସ୍ମରଣ କଲେ ବ୍ୟାକୁଳ ହୁଏ ଓ ମୋʼ ଶରୀର କମ୍ପିତ ହୁଏ।


ପୁଣି, ସେ ମର୍ମାନ୍ତିକ ଦୁଃଖରେ ମଗ୍ନ ହୋଇ ଆହୁରି ଏକାଗ୍ରଭାବେ ପ୍ରାର୍ଥନା କରିବାକୁ ଲାଗିଲେ ଓ ତାହାଙ୍କ ଝାଳ ଘନ ରକ୍ତଟୋପା ପରି ଭୂମିରେ ପଡ଼ିଲା।


ମଧ୍ୟ ସେମାନେ କଟିଦେଶରେ ଚଟବସ୍ତ୍ର ବାନ୍ଧିବେ ଓ ମହାଶଙ୍କା ସେମାନଙ୍କୁ ଆଚ୍ଛନ୍ନ କରିବ; ଆଉ, ସମସ୍ତଙ୍କ ମୁଖ ଲଜ୍ଜିତ ହେବ ଓ ସମସ୍ତଙ୍କର ମସ୍ତକ ଟାଙ୍ଗରା ହେବ।


ମୋହର ହୃଦୟ ଧକାଉ ଅଛି, ମହାତ୍ରାସ ମୋତେ ଭୀତ କରାଉଅଛି; ଯେଉଁ ସନ୍ଧ୍ୟାକାଳ ମୁଁ ବାଞ୍ଛା କଲି, ତାହା ମୋʼ ପ୍ରତି ଥରହରର କାରଣ ହୋଇଅଛି।


ମୋʼ ମନ ଉଦ୍‍ବିଗ୍ନ ହେବା ବେଳେ ମୁଁ ପୃଥିବୀର ପ୍ରାନ୍ତରୁ ତୁମ୍ଭକୁ ଡାକିବି; ମୋʼ ଠାରୁ ଉଚ୍ଚତର ଶୈଳକୁ ମୋତେ ନେଇଯାଅ।


ହେ ମୋହର ପରମେଶ୍ୱର, ମୋହର ପ୍ରାଣ ମୋʼ ଅନ୍ତରରେ ଶୋକାକୁଳ ହେଉଅଛି; ଏଥିପାଇଁ ମୁଁ ଯର୍ଦ୍ଦନ ଦେଶରୁ, ପୁଣି, ହର୍ମୋଣ ଓ ମିତ୍‍ସୀୟର ପର୍ବତରୁ ତୁମ୍ଭକୁ ସ୍ମରଣ କରୁଅଛି।


କାରଣ ସର୍ବଶକ୍ତିମାନଙ୍କ ତୀରସବୁ ମୋର ଅନ୍ତରରେ ଅଛି, ମୋହର ପ୍ରାଣ ତହିଁର ବିଷ ପାନ କରୁଅଛି; ପରମେଶ୍ୱରଙ୍କ ଭୟରୂପ ସୈନ୍ୟ ମୋʼ ପ୍ରତିକୂଳରେ ଶ୍ରେଣୀବଦ୍ଧ ହୁଅନ୍ତି।


ତହିଁରେ ଦାଉଦ ଆପଣା ସଙ୍ଗେ ଯିରୂଶାଲମରେ ଥିବା ସମସ୍ତ ଦାସଙ୍କୁ କହିଲେ, “ଉଠ, ଆମ୍ଭେମାନେ ପଳାଉ; ନୋହିଲେ ଆମ୍ଭେମାନେ କେହି ଅବଶାଲୋମଠାରୁ ରକ୍ଷା ପାଇବୁ ନାହିଁ; ଏଣୁ ଚଞ୍ଚଳ ଚାଲ, କେଜାଣି ସେ ଶୀଘ୍ର ଆମ୍ଭମାନଙ୍କୁ ଧରି ଆମ୍ଭମାନଙ୍କୁ ବିପଦଗ୍ରସ୍ତ କରିବ ଓ ଖଡ୍ଗଧାରରେ ନଗର ଆଘାତ କରିବ।”


ମୁଁ ଆପଣା ଦୁର୍ଦ୍ଦଶା ସମୟରେ ସଦାପ୍ରଭୁଙ୍କୁ ଡାକିଲି ଓ ମୋʼ ପରମେଶ୍ୱରଙ୍କ ନିକଟରେ ଆର୍ତ୍ତନାଦ କଲି; ସେ ଆପଣା ମନ୍ଦିରରୁ ମୋହର ରବ ଶୁଣିଲେ, ପୁଣି, ତାହାଙ୍କ ସମ୍ମୁଖରେ କୃତ ମୋହର ଆର୍ତ୍ତନାଦ ତାହାଙ୍କ କର୍ଣ୍ଣରେ ପ୍ରବେଶ କଲା।


Swiv nou:

Piblisite


Piblisite