Biblia Todo Logo
Bib sou entènèt

- Piblisite -




ଗୀତସଂହିତା 55:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ହେ ପ୍ରଭୋ, ବିନାଶ କର ଓ ସେମାନଙ୍କର ଅନେକ ଜିହ୍ୱା ଜନ୍ମାଅ; କାରଣ ମୁଁ ନଗର ମଧ୍ୟରେ ଦୌରାତ୍ମ୍ୟ ଓ କଳହ ଦେଖିଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ହେ ପ୍ରଭୋ, ବିନାଶ କର ଓ ସେମାନଙ୍କ ଜିହ୍ଵାର ଅନୈକ୍ୟ ଜନ୍ମାଅ; କାରଣ ମୁଁ ନଗର ମଧ୍ୟରେ ଦୌରାତ୍ମ୍ୟ ଓ କଳହ ଦେଖିଅଛି।

Gade chapit la Kopi

ଓଡିଆ ବାଇବେଲ

9 ହେ ପ୍ରଭୁ, ବିନାଶ କର ଓ ସେମାନଙ୍କର ଅନେକ ଜିହ୍ୱା ଜନ୍ମାଅ; କାରଣ ମୁଁ ନଗର ମଧ୍ୟରେ ଦୌରାତ୍ମ୍ୟ ଓ କଳହ ଦେଖିଅଛି।

Gade chapit la Kopi

ପବିତ୍ର ବାଇବଲ

9 ହେ ମୋର ପ୍ରଭୁ, ସେମାନଙ୍କୁ ବିନାଶ କର। ସେମାନଙ୍କର ବକ୍ତୃତାକୁ ପଣ୍ଡ କର। ମୁଁ ନଗର ମଧ୍ୟରେ ଦୌରାତ୍ମ୍ୟ ଓ କଳହ ଦେଖିଛି।

Gade chapit la Kopi




ଗୀତସଂହିତା 55:9
8 Referans Kwoze  

ଯେପରି ନିର୍ଝର ଜଳ ନିର୍ଗତ କରେ, ସେପରି ସେ ଆପଣା ଦୁଷ୍ଟତା ନିର୍ଗତ କରେ; ତାହା ମଧ୍ୟରେ ଦୌରାତ୍ମ୍ୟ ଓ ଅପହରଣ ଶୁଣାଯାଏ; ପୁଣି, ପୀଡ଼ା ଓ କ୍ଷତ ନିରନ୍ତର ଆମ୍ଭ ସାକ୍ଷାତରେ ଥାଏ।


ଯିରୂଶାଲମର ଭବିଷ୍ୟଦ୍‍ବକ୍ତାମାନଙ୍କ ମଧ୍ୟରେ ହିଁ ଆମ୍ଭେ ରୋମାଞ୍ଚଜନକ ବିଷୟ ଦେଖିଅଛୁ; ସେମାନେ ପରଦାର ଗମନ କରନ୍ତି, ମିଥ୍ୟାଚରଣ କରନ୍ତି ଓ ଦୁଷ୍କର୍ମକାରୀମାନଙ୍କର ହସ୍ତ ଏପରି ସବଳ କରନ୍ତି ଯେ, ସେମାନଙ୍କର କେହି ଆପଣା ଆପଣା ଦୁଷ୍ଟତାରୁ ଫେରନ୍ତି ନାହିଁ; ସେମାନେ ସମସ୍ତେ ଆମ୍ଭ ପ୍ରତି ସଦୋମର ତୁଲ୍ୟ ଓ ତହିଁର ନିବାସୀମାନେ ହମୋରାର ସମାନ ଅଟନ୍ତି।”


ଏଥିମଧ୍ୟରେ ଜଣେ ଦାଉଦଙ୍କୁ କହିଲା, “ଅବଶାଲୋମ ସଙ୍ଗେ ଚକ୍ରାନ୍ତକାରୀମାନଙ୍କ ମଧ୍ୟରେ ଅହୀଥୋଫଲ ଅଛି।” ତହିଁରେ ଦାଉଦ କହିଲେ, “ହେ ସଦାପ୍ରଭୋ, ବିନୟ କରୁଅଛି, ଅହୀଥୋଫଲର ମନ୍ତ୍ରଣାକୁ ମୂର୍ଖତା କର।”


Swiv nou:

Piblisite


Piblisite