Biblia Todo Logo
Bib sou entènèt

- Piblisite -




ଗୀତସଂହିତା 56:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ମୁଁ ଭୀତ ହେବା ସମୟରେ ତୁମ୍ଭ ଉପରେ ନିର୍ଭର ରଖିବି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ମୁଁ ଭୀତ ହେବା ସମୟରେ ତୁମ୍ଭ ଉପରେ ନିର୍ଭର ରଖିବି।

Gade chapit la Kopi

ଓଡିଆ ବାଇବେଲ

3 ମୁଁ ଭୀତ ହେବା ସମୟରେ ତୁମ୍ଭ ଉପରେ ନିର୍ଭର ରଖିବି।

Gade chapit la Kopi

ପବିତ୍ର ବାଇବଲ

3 ହେ ସର୍ବୋପରିସ୍ଥ ପରମେଶ୍ୱର, ମୁଁ ଭୀତ ହେବା ସମୟରେ ତୁମ୍ଭ ଉପରେ ନିର୍ଭର କରେ।

Gade chapit la Kopi




ଗୀତସଂହିତା 56:3
9 Referans Kwoze  

ମୁଁ ସଦାପ୍ରଭୁଙ୍କଠାରେ ପ୍ରାର୍ଥନା କଲି ଓ ସେ ମୋତେ ଉତ୍ତର ଦେଲେ, ପୁଣି, ମୋହର ସବୁ ଭୟରୁ ମୋତେ ଉଦ୍ଧାର କଲେ।


ଏଥିରେ ଦାଉଦ ଅତିଶୟ ଉଦ୍‍ବିଗ୍ନ ହେଲେ; କାରଣ ପ୍ରତ୍ୟେକ ଲୋକର ମନ ଆପଣା ଆପଣା ପୁତ୍ରକନ୍ୟା ସକାଶୁ ବିରକ୍ତ ହେବାରୁ ଲୋକମାନେ ତାଙ୍କୁ ପଥରରେ ମାରିବାକୁ କହିଲେ; ମାତ୍ର, ଦାଉଦ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କଠାରେ ଆପଣାକୁ ସବଳ କଲେ।


ତହିଁରେ ଯିହୋଶାଫଟ୍‍ ଭୀତ ହୋଇ ସଦାପ୍ରଭୁଙ୍କର ଅନ୍ୱେଷଣ କରିବାକୁ ପ୍ରବୃତ୍ତ ହେଲେ; ପୁଣି ଯିହୁଦାର ସର୍ବତ୍ର ଉପବାସ ଘୋଷଣା କରାଇଲେ।


ମୁଁ ସଦାପ୍ରଭୁଙ୍କଠାରେ ଶରଣ ନିଏ; ତୁମ୍ଭେମାନେ କିପରି ମୋʼ ପ୍ରାଣକୁ କହୁଅଛ, “ପକ୍ଷୀ ପରି ଆପଣା ପର୍ବତକୁ ଉଡ଼ିଯାଅ?”


ମାତ୍ର ଦାଉଦ ଏ କଥା ମନେ ରଖିଲେ, ପୁଣି, ଗାଥ୍‍ର ରାଜା ଆଖୀଶ୍‍କୁ ବଡ଼ ଭୟ କଲେ।


ଏଉତ୍ତାରେ ଦାଉଦ ଉଠି ଶାଉଲଙ୍କର ସମ୍ମୁଖରୁ ସେହି ଦିନ ପଳାଇ ଗାଥ୍‍ର ରାଜା ଆଖୀଶ୍‍ ନିକଟକୁ ଗଲେ।


Swiv nou:

Piblisite


Piblisite