ଗୀତସଂହିତା 57:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହେ ପରମେଶ୍ୱର, ମୋତେ ଦୟା କର; ମୋତେ ଦୟା କର; କାରଣ ମୋʼ ପ୍ରାଣ ତୁମ୍ଭର ଶରଣାଗତ; ଆଉ, ଏହିସବୁ ବିପଦ ବହିଯିବା ପର୍ଯ୍ୟନ୍ତ ମୁଁ ତୁମ୍ଭ ପକ୍ଷର ଛାୟାରେ ଶରଣ ନେବି। Gade chapit laପବିତ୍ର ବାଇବଲ (Re-edited) - (BSI)1 ହେ ପରମେଶ୍ଵର, ମୋତେ ଦୟା କର; ମୋତେ ଦୟା କର; କାରଣ ମୋʼ ପ୍ରାଣ ତୁମ୍ଭର ଶରଣାଗତ; ଆଉ, ଏହିସବୁ ବିପଦ ବହିଯିବା ପର୍ଯ୍ୟନ୍ତ ମୁଁ ତୁମ୍ଭ ପକ୍ଷର ଛାୟାରେ ଶରଣ ନେବି। Gade chapit laଓଡିଆ ବାଇବେଲ1 ହେ ପରମେଶ୍ୱର, ମୋତେ ଦୟା କର; ମୋତେ ଦୟା କର; କାରଣ ମୋ’ ପ୍ରାଣ ତୁମ୍ଭର ଶରଣାଗତ; ଆଉ, ଏହିସବୁ ବିପଦ ବହିଯିବା ପର୍ଯ୍ୟନ୍ତ ମୁଁ ତୁମ୍ଭ ପକ୍ଷର ଛାୟାରେ ଶରଣ ନେବି। Gade chapit laପବିତ୍ର ବାଇବଲ1 ହେ ପରମେଶ୍ୱର, ମୋ’ ଉପରେ ଦୟାକର। ମୋ’ ଉପରେ ଦୟାକର, କାରଣ ମୁଁ ସୁରକ୍ଷା ପାଇଁ ତୁମ୍ଭ ନିକଟକୁ ଆସେ। ବିପଦ ବହିଯିବା ପର୍ଯ୍ୟନ୍ତ ମୁଁ ତୁମ୍ଭ ପକ୍ଷର ଛାୟାରେ ଶରଣ ନେବାକୁ ଆସିଛି। Gade chapit la |