Biblia Todo Logo
Bib sou entènèt

- Piblisite -




ଗୀତସଂହିତା 57:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ହେ ପ୍ରଭୋ, ମୁଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭକୁ ଧନ୍ୟବାଦ ଦେବି; ମୁଁ ଦେଶୀୟଗଣ ମଧ୍ୟରେ ତୁମ୍ଭର ପ୍ରଶଂସା ଗାନ କରିବି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ହେ ପ୍ରଭୋ, ମୁଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭକୁ ଧନ୍ୟବାଦ ଦେବି; ମୁଁ ଦେଶୀୟଗଣ ମଧ୍ୟରେ ତୁମ୍ଭର ପ୍ରଶଂସା ଗାନ କରିବି।

Gade chapit la Kopi

ଓଡିଆ ବାଇବେଲ

9 ହେ ପ୍ରଭୁ, ମୁଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭକୁ ଧନ୍ୟବାଦ ଦେବି; ମୁଁ ଦେଶୀୟଗଣ ମଧ୍ୟରେ ତୁମ୍ଭର ପ୍ରଶଂସା ଗାନ କରିବି।

Gade chapit la Kopi

ପବିତ୍ର ବାଇବଲ

9 ହେ ପ୍ରଭୁ, ପ୍ରତ୍ୟେକ ବ୍ୟକ୍ତି ସମ୍ମୁଖରେ ମୁଁ ତୁମ୍ଭର ଗୁଣଗାନ କରିବି। ମୁଁ ପ୍ରତ୍ୟେକ ଜାତିଗଣ ମଧ୍ୟରେ ତୁମ୍ଭ ପ୍ରଶଂସାର ଗୀତ ଗାଇବି।

Gade chapit la Kopi




ଗୀତସଂହିତା 57:9
10 Referans Kwoze  

ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ତାହାଙ୍କ ଗୌରବ, ସମସ୍ତ ଗୋଷ୍ଠୀ ମଧ୍ୟରେ ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ପ୍ରକାଶ କର।


ଏହେତୁ, ହେ ସଦାପ୍ରଭୋ, ମୁଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭର ଧନ୍ୟବାଦ କରିବି ଓ ତୁମ୍ଭ ନାମର ପ୍ରଶଂସା ଗାନ କରିବି।


ହେ ସଦାପ୍ରଭୁ, ମୁଁ ଆପଣାର ସର୍ବାନ୍ତଃକରଣରେ ତୁମ୍ଭର ଧନ୍ୟବାଦ କରିବି; ଦେବଗଣ ସାକ୍ଷାତରେ ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।


ଗୋଷ୍ଠୀୟମାନେ କାହିଁକି କଳହ କରନ୍ତି; ଜନବୃନ୍ଦ କାହିଁକି ବୃଥାରେ ଷଡ଼ଯନ୍ତ୍ର କରନ୍ତି?


ପୁଣି, ଯେପରି ଅଣଯିହୁଦୀମାନେ ଈଶ୍ବରଙ୍କ ଦୟା ନିମନ୍ତେ ତାହାଙ୍କର ଗୌରବ କରନ୍ତି; ଯେପରି ଲେଖାଅଛି, “ଏଥିପାଇଁ ମୁଁ ଅଣଯିହୁଦୀମାନଙ୍କ ମଧ୍ୟରେ ତୁମ୍ଭର ପ୍ରଶଂସା କରିବି, ଆଉ ତୁମ୍ଭ ନାମର କୀର୍ତ୍ତନ କରିବି।”


ହେ ଦବୋରେ, ଜାଗ, ଜାଗ; ଜାଗ, ଜାଗ, ଗୀତ ଗାନ କର; ହେ ବାରକ୍‍, ଉଠ; ହେ ଅବୀନୋୟମର ପୁତ୍ର, ଆପଣା ବନ୍ଦୀଗଣକୁ ବନ୍ଦୀସ୍ଥାନକୁ ନେଇଯାଅ।


ତହିଁରେ ମୁଁ ପରମେଶ୍ୱରଙ୍କ ବେଦି ନିକଟକୁ ଓ ମୋହର ପରମାନନ୍ଦଜନକ ପରମେଶ୍ୱରଙ୍କ ନିକଟକୁ ଯିବି; ଆଉ, ହେ ପରମେଶ୍ୱର, ମୋହର ପରମେଶ୍ୱର, ମୁଁ ବୀଣା ଯନ୍ତ୍ରରେ ତୁମ୍ଭର ପ୍ରଶଂସା କରିବି।


Swiv nou:

Piblisite


Piblisite