Biblia Todo Logo
Bib sou entènèt

- Piblisite -




ଗୀତସଂହିତା 58:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ପ୍ରକୃତରେ କି ତୁମ୍ଭେମାନେ ନୀରବ ହୋଇ ଧର୍ମନୀତି କହୁଅଛ? ହେ ମନୁଷ୍ୟ-ସନ୍ତାନଗଣ, ତୁମ୍ଭେମାନେ କି ନ୍ୟାୟରେ ବିଚାର କରୁଅଛ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ପ୍ରକୃତରେ କି ତୁମ୍ଭେମାନେ ନୀରବ ହୋଇ ଧର୍ମନୀତି କହୁଅଛ? ହେ ମନୁଷ୍ୟ-ସନ୍ତାନଗଣ, ତୁମ୍ଭେମାନେ କି ନ୍ୟାୟରେ ବିଚାର କରୁଅଛ?

Gade chapit la Kopi

ଓଡିଆ ବାଇବେଲ

1 ପ୍ରକୃତରେ କି ତୁମ୍ଭେମାନେ ନୀରବ ହୋଇ ଧର୍ମନୀତି କହୁଅଛ ? ହେ ମନୁଷ୍ୟ-ସନ୍ତାନଗଣ, ତୁମ୍ଭେମାନେ କି ନ୍ୟାୟରେ ବିଚାର କରୁଅଛ ?

Gade chapit la Kopi

ପବିତ୍ର ବାଇବଲ

1 ବିଗ୍ଭରକଗଣ! ତୁମ୍ଭେ ନ୍ୟାୟ ଭାବରେ କୁହ କି? ତୁମ୍ଭେ ଲୋକମାନଙ୍କର ଧର୍ମ ବିଗ୍ଭର କର କି?

Gade chapit la Kopi




ଗୀତସଂହିତା 58:1
18 Referans Kwoze  

ହେ ପରମେଶ୍ୱର, ମୋତେ ଦୟା କର; ମୋତେ ଦୟା କର; କାରଣ ମୋʼ ପ୍ରାଣ ତୁମ୍ଭର ଶରଣାଗତ; ଆଉ, ଏହିସବୁ ବିପଦ ବହିଯିବା ପର୍ଯ୍ୟନ୍ତ ମୁଁ ତୁମ୍ଭ ପକ୍ଷର ଛାୟାରେ ଶରଣ ନେବି।


ସେହି ସମୟରେ ପ୍ରଧାନ ଯାଜକ ଓ ଲୋକଙ୍କର ପ୍ରାଚୀନବର୍ଗ କୟାଫା ନାମକ ମହାଯାଜକଙ୍କ ପ୍ରାଙ୍ଗଣରେ ଏକତ୍ର ହେଲେ,


ହେ ମୋହର ପରମେଶ୍ୱର, ମୋʼ ଶତ୍ରୁଗଣଠାରୁ ମୋତେ ଉଦ୍ଧାର କର; ମୋʼ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କଠାରୁ ମୋତେ ଉଚ୍ଚରେ ସ୍ଥାପନ କର।


ଇସ୍ରାଏଲର ପରମେଶ୍ୱର କହିଲେ, ଇସ୍ରାଏଲର ଶୈଳ ମୋତେ କହିଲେ; ଯେଉଁ ବ୍ୟକ୍ତି ଧର୍ମରେ ଲୋକମାନଙ୍କ ଉପରେ ରାଜତ୍ୱ କରିବ, ସେ ପରମେଶ୍ୱରଙ୍କ ଭୟରେ ରାଜତ୍ୱ କରିବ।


ଏହିରୂପେ ଇସ୍ରାଏଲର ସମସ୍ତ ପ୍ରାଚୀନ ହିବ୍ରୋଣକୁ ରାଜାଙ୍କ ନିକଟକୁ ଆସିଲେ; ତହିଁରେ ଦାଉଦ ରାଜା ହିବ୍ରୋଣରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କ ସଙ୍ଗରେ ନିୟମ କଲେ ଓ ସେମାନେ ଇସ୍ରାଏଲ ଉପରେ ଦାଉଦଙ୍କୁ ରାଜାଭିଷିକ୍ତ କଲେ।


ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଯେଉଁମାନଙ୍କୁ ଲୋକମାନଙ୍କର ପ୍ରାଚୀନ ଓ ଅଧିପତି ବୋଲି ଜାଣୁଅଛ, ଇସ୍ରାଏଲର ଏପରି ସତୁରି ଜଣ ପ୍ରାଚୀନ ଲୋକଙ୍କୁ ଆମ୍ଭ ନିକଟରେ ଏକତ୍ର କର; ପୁଣି, ସେମାନଙ୍କୁ ସମାଗମ-ତମ୍ବୁ ଦ୍ୱାର ନିକଟକୁ ଆଣ, ସେମାନେ ତୁମ୍ଭ ସଙ୍ଗେ ସେଠାରେ ଠିଆ ହେବେ।


ଏହା ଶୁଣି ସେମାନେ ପ୍ରଭାତ ସମୟରେ ମନ୍ଦିରରେ ପ୍ରବେଶ କରି ଶିକ୍ଷା ଦେବାକୁ ଲାଗିଲେ। ଇତିମଧ୍ୟରେ ମହାଯାଜକ ଓ ତାହାଙ୍କ ସଙ୍ଗୀମାନେ ଆସି ମହାସଭା ଓ ଇସ୍ରାଏଲ ସନ୍ତାନମାନଙ୍କର ପ୍ରାଚୀନବର୍ଗଙ୍କୁ ଡାକି ଏକତ୍ର କଲେ, ପୁଣି, ସେମାନଙ୍କୁ ଆଣିବା ନିମନ୍ତେ କାରାଗାରକୁ ଲୋକ ପଠାଇଲେ।


ସକାଳ ହୁଅନ୍ତେ, ସମସ୍ତ ପ୍ରଧାନ ଯାଜକମାନେ ପୁଣି, ଲୋକମାନଙ୍କର ପ୍ରାଚୀନବର୍ଗ ଯୀଶୁଙ୍କୁ ବଧ କରିବା ପାଇଁ ତାହାଙ୍କର ବିରୁଦ୍ଧରେ ମନ୍ତ୍ରଣା କଲେ,


ଦେଖ, ଏକ ରାଜା ଧର୍ମାନୁସାରେ ରାଜତ୍ୱ କରିବେ ଓ ଅଧିପତିମାନେ ନ୍ୟାୟାନୁସାରେ ଶାସନ କରିବେ।


Swiv nou:

Piblisite


Piblisite