ଗୀତସଂହିତା 59:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ମୋହର ଦୟାବାନ ପରମେଶ୍ୱର ମୋହର ସମ୍ମୁଖବର୍ତ୍ତୀ ହେବେ; ପରମେଶ୍ୱର ମୋʼ ଶତ୍ରୁମାନଙ୍କ ଉପରେ ମୋʼ ବାଞ୍ଛା ସଫଳ ହେବାର ମୋତେ ଦେଖାଇବେ। Gade chapit laପବିତ୍ର ବାଇବଲ (Re-edited) - (BSI)10 ମୋହର ଦୟାବାନ ପରମେଶ୍ଵର ମୋହର ସମ୍ମୁଖବର୍ତ୍ତୀ ହେବେ; ପରମେଶ୍ଵର ମୋʼ ଶତ୍ରୁମାନଙ୍କ ଉପରେ ମୋʼ ବାଞ୍ଛା ସଫଳ ହେବାର ମୋତେ ଦେଖାଇବେ। Gade chapit laଓଡିଆ ବାଇବେଲ10 ମୋହର ଦୟାବାନ ପରମେଶ୍ୱର ମୋହର ସମ୍ମୁଖବର୍ତ୍ତୀ ହେବେ; ପରମେଶ୍ୱର ମୋ’ ଶତ୍ରୁମାନଙ୍କ ଉପରେ ମୋ’ ବାଞ୍ଛା ସଫଳ ହେବାର ମୋତେ ଦେଖାଇବେ। Gade chapit laପବିତ୍ର ବାଇବଲ10 ପରମେଶ୍ୱର ମୋତେ ଭଲପା’ନ୍ତି। ଏବଂ ସେ ଆସିବେ ଓ ମୋତେ ସହାୟ ହେବେ ଶତ୍ରୁମାନଙ୍କୁ ପରାସ୍ତ କରିବା ପାଇଁ ସେ ମୋତେ ସହାୟ ହେବେ। Gade chapit la |