ଗୀତସଂହିତା 59:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସେମାନଙ୍କୁ ବଧ କର ନାହିଁ, କେଜାଣି ମୋʼ ଲୋକମାନେ ପାସୋରି ଯିବେ; ହେ ଆମ୍ଭମାନଙ୍କ ଢାଲ ସ୍ୱରୂପ ପ୍ରଭୋ, ତୁମ୍ଭ ପରାକ୍ରମରେ ସେମାନଙ୍କୁ ଛିନ୍ନଭିନ୍ନ କରି ଅଧୋନତ କର। Gade chapit laପବିତ୍ର ବାଇବଲ (Re-edited) - (BSI)11 ସେମାନଙ୍କୁ ବଧ କର ନାହିଁ, କେଜାଣି ମୋʼ ଲୋକମାନେ ପାସୋରି ଯିବେ; ହେ ଆମ୍ଭମାନଙ୍କ ଢାଲ ସ୍ଵରୂପ ପ୍ରଭୋ, ତୁମ୍ଭ ପରାକ୍ରମରେ ସେମାନଙ୍କୁ ଛିନ୍ନଭିନ୍ନ କରି ଅଧୋନତ କର। Gade chapit laଓଡିଆ ବାଇବେଲ11 ସେମାନଙ୍କୁ ବଧ କର ନାହିଁ, କେଜାଣି ମୋ’ ଲୋକମାନେ ପାସୋରି ଯିବେ; ହେ ଆମ୍ଭମାନଙ୍କ ଢାଲ ସ୍ୱରୂପ ପ୍ରଭୁ, ତୁମ୍ଭ ପରାକ୍ରମରେ ସେମାନଙ୍କୁ ଛିନ୍ନଭିନ୍ନ କରି ଅଧୋନତ କର। Gade chapit laପବିତ୍ର ବାଇବଲ11 ହେ ପରମେଶ୍ୱର, ସେମାନଙ୍କୁ କେବଳ ହତ୍ୟା କର ନାହିଁ। ହୁଏତ ମୋର ଲୋକମାନେ ପାଶୋରି ଯାଇପାରନ୍ତି। ହେ ମୋର ପ୍ରଭୁ, ଆମ୍ଭମାନଙ୍କ ତ୍ରାଣକର୍ତ୍ତା, ତୁମ୍ଭ ମହାପରାକ୍ରମ ଶକ୍ତିରେ ସେମାନଙ୍କୁ ଛିନ୍ନଭିନ୍ନ କର ଓ ପରାସ୍ତ କର। Gade chapit la |