ଗୀତସଂହିତା 59:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ସେମାନଙ୍କ ମୁଖର ପାପ ଓ ସେମାନଙ୍କ ଓଷ୍ଠାଧରର ବାକ୍ୟ, ପୁଣି, ସେମାନଙ୍କର କଥିତ ଅଭିଶାପ ଓ ମିଥ୍ୟା ସକାଶୁ ସେମାନେ ଆପଣା ଆପଣା ଅହଙ୍କାରରେ ଧରା ଯାଉନ୍ତୁ। Gade chapit laପବିତ୍ର ବାଇବଲ (Re-edited) - (BSI)12 ସେମାନଙ୍କ ମୁଖର ପାପ ଓ ସେମାନଙ୍କ ଓଷ୍ଠାଧରର ବାକ୍ୟ, ପୁଣି ସେମାନଙ୍କର କଥିତ ଅଭିଶାପ ଓ ମିଥ୍ୟା ସକାଶୁ ସେମାନେ ଆପଣା ଆପଣା ଅହଙ୍କାରରେ ଧରା ଯାଉନ୍ତୁ। Gade chapit laଓଡିଆ ବାଇବେଲ12 ସେମାନଙ୍କ ମୁଖର ପାପ ଓ ସେମାନଙ୍କ ଓଷ୍ଠାଧରର ବାକ୍ୟ, ପୁଣି, ସେମାନଙ୍କର କଥିତ ଅଭିଶାପ ଓ ମିଥ୍ୟା ସକାଶୁ ସେମାନେ ଆପଣା ଆପଣା ଅହଙ୍କାରରେ ଧରା ଯାଉନ୍ତୁ। Gade chapit laପବିତ୍ର ବାଇବଲ12 ସେହି ଦୁଷ୍ଟ ଲୋକମାନେ ଅଭିଶାପ ଦିଅନ୍ତି ଓ ମିଥ୍ୟା କହନ୍ତି। ସେମାନେ କରିଥିବା କର୍ମ ପାଇଁ ଦଣ୍ଡ ବିଧାନ କର। ସେମାନଙ୍କର ଅହଙ୍କାର ସେମାନଙ୍କୁ କବଳିତ କରୁ। Gade chapit la |