Biblia Todo Logo
Bib sou entènèt

- Piblisite -




ଗୀତସଂହିତା 59:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ସେମାନେ ଖାଦ୍ୟ ନିମନ୍ତେ ଏଣେତେଣେ ଭ୍ରମଣ କରିବେ। ପୁଣି, ସେମାନେ ତୃପ୍ତ ନୋହିଲେ ସାରାରାତ୍ରି ରହିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ସେମାନେ ଖାଦ୍ୟ ନିମନ୍ତେ ଏଣେତେଣେ ଭ୍ରମଣ କରିବେ। ପୁଣି, ସେମାନେ ତୃପ୍ତ ନୋହିଲେ ରାତ୍ରିଯାକ ରହିବେ।

Gade chapit la Kopi

ଓଡିଆ ବାଇବେଲ

15 ସେମାନେ ଖାଦ୍ୟ ନିମନ୍ତେ ଏଣେତେଣେ ଭ୍ରମଣ କରିବେ। ପୁଣି, ସେମାନେ ତୃପ୍ତ ନୋହିଲେ ସାରାରାତ୍ରି ରହିବେ।

Gade chapit la Kopi

ପବିତ୍ର ବାଇବଲ

15 ସେମାନେ କିଛିଦ୍ରବ୍ୟ ଖାଇବା ଅନ୍ୱେଷଣରେ ଏଣେତେଣେ ଭ୍ରମଣ କରନ୍ତି। ମୁଁ ରାଣ ପକାଉଛି, ଯଦି ସେମାନେ ଯଥେଷ୍ଟ ପାଆନ୍ତି ତଥାପି ସେମାନେ ରାଗରେ ଗଁ ଗଁ କରନ୍ତି ଏବଂ ଅଭିଯୋଗ କରନ୍ତି।

Gade chapit la Kopi




ଗୀତସଂହିତା 59:15
13 Referans Kwoze  

ସେ ଖାଦ୍ୟ ନିମନ୍ତେ ବାହାରେ ବୁଲି କହଇ, ତାହା କାହିଁ? ଅନ୍ଧକାରର ଦିନ ତାହାର ସନ୍ନିକଟ ବୋଲି ସେ ଜାଣେ।


ତାହାର ସନ୍ତାନଗଣ ବାରବୁଲା ହୋଇ ଭିକ୍ଷା କରନ୍ତୁ ଓ ସେମାନେ ଆପଣା ଆପଣା ଉଜାଡ଼ ସ୍ଥାନରୁ ଆହାର ଅନ୍ୱେଷଣ କରନ୍ତୁ।


ଯେଉଁ ଭବିଷ୍ୟଦ୍‍ବକ୍ତାଗଣ ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି; ଯେଉଁମାନେ ଦାନ୍ତରେ କାମୁଡ଼ୁ କାମୁଡ଼ୁ, “ଶାନ୍ତି ଶାନ୍ତି” ବୋଲି କହନ୍ତି ଓ କୌଣସି ଲୋକ ସେମାନଙ୍କ ମୁଖରେ କିଛି ନ ଦେଲେ, ତାହା ବିରୁଦ୍ଧରେ ଯେଉଁମାନେ ଯୁଦ୍ଧ ନିରୂପଣ କରନ୍ତି, ସେମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି:


ପ୍ରାନ୍ତରରେ ଖଡ୍ଗ ଥିବାରୁ ଆମ୍ଭେମାନେ ଆପଣା ଆପଣା ପ୍ରାଣ ସଙ୍କଟରେ ଖାଦ୍ୟ ପାଉଅଛୁ।


ଆହୁରି, ସେହି କୁକ୍କୁରମାନେ ପେଟୁକ, ସେମାନେ କେବେ ତୃପ୍ତ ନୁହନ୍ତି; ଆଉ, ଏମାନେ ବିବେଚନାଶକ୍ତି ଶୂନ୍ୟ ପାଳକ; ସେସମସ୍ତେ ଚାରିଆଡ଼ରୁ ଆପଣା ଆପଣା ଲାଭ ଚେଷ୍ଟାରେ ଆପଣା ଆପଣା ବାଟ ଆଡ଼େ ଫେରିଅଛନ୍ତି।


ପୁଣି, ସେମାନେ ଅତି କଠିନ ଓ କ୍ଷୁଧିତ ହୋଇ ଦେଶ ମଧ୍ୟଦେଇ ଗମନ କରିବେ, ଆଉ କ୍ଷୁଧିତ ହେଲେ, ସେମାନେ ବିରକ୍ତ ହୋଇ ଆପଣାମାନଙ୍କ ରାଜାଙ୍କ ଦ୍ୱାରା ଓ ଆପଣାମାନଙ୍କ ପରମେଶ୍ୱରଙ୍କ ଦ୍ୱାରା ଅଭିଶାପ ଦେଇ ଊର୍ଦ୍ଧ୍ୱ ଆଡ଼କୁ ଆପଣା ଆପଣା ମୁଖ କରିବେ;


ଏହେତୁ ସଦାପ୍ରଭୁ ଯେଉଁ ଶତ୍ରୁମାନଙ୍କୁ ତୁମ୍ଭ ବିରୁଦ୍ଧରେ ପଠାଇବେ, ତୁମ୍ଭେ କ୍ଷୁଧାରେ, ତୃଷାରେ, ଉଲଙ୍ଗତାରେ ଓ ସର୍ବପ୍ରକାର ଅଭାବରେ ସେମାନଙ୍କର ଦାସ୍ୟକର୍ମ କରିବ; ଆଉ ଶତ୍ରୁ ତୁମ୍ଭକୁ ବିନଷ୍ଟ କରିବା ପର୍ଯ୍ୟନ୍ତ ତୁମ୍ଭ କାନ୍ଧରେ ଲୁହାର ଯୁଆଳି ଦେବ।


Swiv nou:

Piblisite


Piblisite