ଗୀତସଂହିତା 59:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ହିଁ ଅନ୍ୟ ଦେଶୀୟ ସମସ୍ତଙ୍କୁ ପ୍ରତିଫଳ ଦେବା ପାଇଁ ଉଠ; କୌଣସି ଦୁଷ୍ଟ ଅଧର୍ମକାରୀମାନଙ୍କୁ ଦୟା କର ନାହିଁ। [ସେଲା] Gade chapit laପବିତ୍ର ବାଇବଲ (Re-edited) - (BSI)5 ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ଵର, ଇସ୍ରାଏଲର ପରମେଶ୍ଵର, ତୁମ୍ଭେ ହିଁ ଅନ୍ୟ ଦେଶୀୟ ସମସ୍ତଙ୍କୁ ପ୍ରତିଫଳ ଦେବା ପାଇଁ ଉଠ; କୌଣସି ଦୁଷ୍ଟ ଅଧର୍ମକାରୀମାନଙ୍କୁ ଦୟା କର ନାହିଁ। [ସେଲା Gade chapit laଓଡିଆ ବାଇବେଲ5 ହେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ହିଁ ଅନ୍ୟ ଦେଶୀୟ ସମସ୍ତଙ୍କୁ ପ୍ରତିଫଳ ଦେବା ପାଇଁ ଉଠ; କୌଣସି ଦୁଷ୍ଟ ଅଧର୍ମକାରୀମାନଙ୍କୁ ଦୟା କର ନାହିଁ। [ସେଲା] Gade chapit laପବିତ୍ର ବାଇବଲ5 ତୁମ୍ଭେ ହେଉଛ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର! ଜାଗି ଉଠ ଓ ଅନ୍ୟ ସମସ୍ତ ରାଷ୍ଟ୍ରଗୁଡ଼ିକୁ ଦଣ୍ଡ ଦିଅ। ସେହି ଦୁଷ୍ଟ ବିଶ୍ୱାସୀ ଘାତକମାନଙ୍କୁ କୌଣସି ଦୟା କର ନାହିଁ। ସେଲା Gade chapit la |
ପରମେଶ୍ୱର ମୋଶାଙ୍କୁ ଆହୁରି କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି କଥା କହିବ, ‘ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ଅର୍ଥାତ୍, ଅବ୍ରହାମର ପରମେଶ୍ୱର, ଇସ୍ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର ଯେ ସଦାପ୍ରଭୁ (ସ୍ୱୟମ୍ଭୂ), ସେ ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇଅଛନ୍ତି; ଆମ୍ଭର ଏହି ନାମ ଅନନ୍ତକାଳସ୍ଥାୟୀ, ପୁଣି, ପୁରୁଷାନୁକ୍ରମେ ସ୍ମରଣୀୟ ଅଟେ।’