ଗୀତସଂହିତା 59:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସେମାନେ ସନ୍ଧ୍ୟାକାଳେ ଫେରିଆସି କୁକ୍କୁର ପରି ଶବ୍ଦ କରନ୍ତି ଓ ନଗର ଚାରିଆଡ଼େ ଭ୍ରମଣ କରନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)6 ସେମାନେ ସନ୍ଧ୍ୟାକାଳେ ଫେରି ଆସି କୁକ୍କୁର ପରି ଶଦ୍ଦ କରନ୍ତି ଓ ନଗର ଚାରିଆଡ଼େ ଭ୍ରମଣ କରନ୍ତି। Gade chapit laଓଡିଆ ବାଇବେଲ6 ସେମାନେ ସନ୍ଧ୍ୟାକାଳେ ଫେରି ଆସି କୁକ୍କୁର ପରି ଶବ୍ଦ କରନ୍ତି ଓ ନଗର ଚାରିଆଡ଼େ ଭ୍ରମଣ କରନ୍ତି। Gade chapit laପବିତ୍ର ବାଇବଲ6 ସେହି ଦୁଷ୍ଟ ଲୋକମାନେ କୁକୁର ପରି। ସେମାନେ ସନ୍ଧ୍ୟାବେଳେ ନଗରୀରେ ପଶି ଭୁକନ୍ତି ଓ ଏଣେ ତେଣେ ହୁଅନ୍ତି। Gade chapit la |