Biblia Todo Logo
Bib sou entènèt

- Piblisite -




ଗୀତସଂହିତା 59:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ସେମାନଙ୍କ ପ୍ରତି ହସିବ; ତୁମ୍ଭେ ଅନ୍ୟ ଦେଶୀୟ ସମସ୍ତଙ୍କୁ ବିଦ୍ରୂପ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ସେମାନଙ୍କ ପ୍ରତି ହସିବ; ତୁମ୍ଭେ ଅନ୍ୟ ଦେଶୀୟ ସମସ୍ତଙ୍କୁ ବିଦ୍ରୂପ କରିବ।

Gade chapit la Kopi

ଓଡିଆ ବାଇବେଲ

8 ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କ ପ୍ରତି ହସିବ; ତୁମ୍ଭେ ଅନ୍ୟ ଦେଶୀୟ ସମସ୍ତଙ୍କୁ ବିଦ୍ରୂପ କରିବ।

Gade chapit la Kopi

ପବିତ୍ର ବାଇବଲ

8 କିନ୍ତୁ ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କୁ ପରିହାସ କର। ତୁମ୍ଭେ ସେହି ସମସ୍ତ ଦେଶକୁ ବିଦ୍ରୂପ କର।

Gade chapit la Kopi




ଗୀତସଂହିତା 59:8
8 Referans Kwoze  

ଯେ ସ୍ୱର୍ଗରେ ଉପବିଷ୍ଟ, ସେ ହସିବେ; ପ୍ରଭୁ ସେମାନଙ୍କୁ ପରିହାସ କରିବେ।


ଏହେତୁ ମୁଁ ମଧ୍ୟ ତୁମ୍ଭମାନଙ୍କ ବିପଦ ବେଳେ ହସିବି, ତୁମ୍ଭମାନଙ୍କର ଆଶଙ୍କା ଉପସ୍ଥିତ ହେବା ସମୟରେ ମୁଁ ପରିହାସ କରିବି।


ପ୍ରଭୁ ତାହାକୁ ଉପହାସ କରିବେ। କାରଣ ତାହାର ଅନ୍ତିମ ଦିନ ଯେ ଆସୁଅଛି, ଏହା ସେ ଦେଖନ୍ତି।


ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ହିଁ ଅନ୍ୟ ଦେଶୀୟ ସମସ୍ତଙ୍କୁ ପ୍ରତିଫଳ ଦେବା ପାଇଁ ଉଠ; କୌଣସି ଦୁଷ୍ଟ ଅଧର୍ମକାରୀମାନଙ୍କୁ ଦୟା କର ନାହିଁ। [ସେଲା]


ତଥାପି ଯଦି ସେ ସେମାନଙ୍କ କଥା ନ ମାନେ, ତେବେ ମଣ୍ଡଳୀକୁ କୁହ, ଓ ଯଦି ସେ ମଣ୍ଡଳୀ କଥା ମଧ୍ୟ ନ ମାନେ, ତେବେ ସେ ତୁମ୍ଭ ଦୃଷ୍ଟିରେ ଅଣଯିହୁଦୀ ଓ କରଗ୍ରାହୀ ପରି ହେଉ।


ସେ ଆପଣା ମନେ ମନେ କହେ, “ପରମେଶ୍ୱର ପାସୋରି ଯାଇଅଛନ୍ତି; ସେ ଆପଣା ମୁଖ ଲୁଚାନ୍ତି; ସେ କେବେ ତାହା ଦେଖିବେ ନାହିଁ।”


ହେ ପରମେଶ୍ୱର, ତୁମ୍ଭେ ସ୍ୱର୍ଗ ଉପରେ ଉନ୍ନତ ହୁଅ; ସମୁଦାୟ ଭୂମଣ୍ଡଳ ଉପରେ ତୁମ୍ଭର ମହିମା ହେଉ।


Swiv nou:

Piblisite


Piblisite