ଗୀତସଂହିତା 6:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହେ ସଦାପ୍ରଭୋ, ତୁମ୍ଭ କ୍ରୋଧରେ ମୋତେ ଅନୁଯୋଗ କର ନାହିଁ, କିଅବା ତୁମ୍ଭ ପ୍ରଚଣ୍ଡ ବିରକ୍ତିରେ ମୋତେ ଶାସନ କର ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)1 ହେ ସଦାପ୍ରଭୋ, ତୁମ୍ଭ କ୍ରୋଧରେ ମୋତେ ଅନୁଯୋଗ କର ନାହିଁ, କିଅବା ତୁମ୍ଭ ପ୍ରଚଣ୍ତ ବିରକ୍ତିରେ ମୋତେ ଶାସନ କର ନାହିଁ। Gade chapit laଓଡିଆ ବାଇବେଲ1 ହେ ସଦାପ୍ରଭୁ, ତୁମ୍ଭ କ୍ରୋଧରେ ମୋତେ ଅନୁଯୋଗ କର ନାହିଁ, କିଅବା ତୁମ୍ଭ ପ୍ରଚଣ୍ଡ ବିରକ୍ତିରେ ମୋତେ ଶାସନ କର ନାହିଁ। Gade chapit laପବିତ୍ର ବାଇବଲ1 ହେ ସଦାପ୍ରଭୁ, ତୁମ୍ଭେ କ୍ରୋଧିତ ହୋଇ ମୋତେ ଦଣ୍ଡିତ କର ନାହିଁ। ତୁମ୍ଭେ ବିରକ୍ତ ହୋଇ ମୋତେ ଦଣ୍ଡ ଦିଅ ନାହିଁ। Gade chapit la |
ସଦାପ୍ରଭୁ କହନ୍ତି, ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ; କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ: ଯେଉଁମାନଙ୍କ ମଧ୍ୟକୁ ଆମ୍ଭେ ତୁମ୍ଭକୁ ତଡ଼ି ଦେଇଅଛୁ, ସେହି ସବୁ ଗୋଷ୍ଠୀଙ୍କୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା, ମାତ୍ର ଆମ୍ଭେ ତୁମ୍ଭକୁ ନିଃଶେଷ ରୂପେ ସଂହାର କରିବା ନାହିଁ; ତଥାପି ଆମ୍ଭେ ତୁମ୍ଭକୁ ବିବେଚନାପୂର୍ବକ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଅଦଣ୍ଡିତ କରି ଛାଡ଼ିବା ନାହିଁ।”