ଗୀତସଂହିତା 60:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କୁ ଦୂର କରିଅଛ, ତୁମ୍ଭେ ଆମ୍ଭମାନଙ୍କୁ ଭାଙ୍ଗି ପକାଇଅଛ; ତୁମ୍ଭେ କ୍ରୁଦ୍ଧ ହୋଇଅଛ; ଆମ୍ଭମାନଙ୍କୁ ପୁନଃସ୍ଥାପନ କର। Gade chapit laପବିତ୍ର ବାଇବଲ (Re-edited) - (BSI)1 ହେ ପରମେଶ୍ଵର, ତୁମ୍ଭେ ଆମ୍ଭମାନଙ୍କୁ ଦୂର କରିଅଛ, ତୁମ୍ଭେ ଆମ୍ଭମାନଙ୍କୁ ଭାଙ୍ଗି ପକାଇଅଛ; ତୁମ୍ଭେ କ୍ରୁଦ୍ଧ ହୋଇଅଛ; ଆମ୍ଭମାନଙ୍କୁ ପୁନଃସ୍ଥାପନ କର। Gade chapit laଓଡିଆ ବାଇବେଲ1 ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କୁ ଦୂର କରିଅଛ, ତୁମ୍ଭେ ଆମ୍ଭମାନଙ୍କୁ ଭାଙ୍ଗି ପକାଇଅଛ; ତୁମ୍ଭେ କ୍ରୁଦ୍ଧ ହୋଇଅଛ; ଆମ୍ଭମାନଙ୍କୁ ପୁନଃସ୍ଥାପନ କର। Gade chapit laପବିତ୍ର ବାଇବଲ1 ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କୁ ପ୍ରତ୍ୟାଖ୍ୟାନ କରି ପରାଜିତ କରିଅଛ। ତୁମ୍ଭେ ଆମ୍ଭମାନଙ୍କ ସହିତ ରାଗିଛ। କିନ୍ତୁ ଦୟାକରି ତୁମ୍ଭେ ଆମ୍ଭମାନଙ୍କୁ ପୁନଃସ୍ଥାପନ କର। Gade chapit la |
ଆଉ, ହେ ମୋହର ପୁତ୍ର ଶଲୋମନ, ତୁମ୍ଭେ ଆପଣା ପିତାର ପରମେଶ୍ୱରଙ୍କୁ ଜ୍ଞାତ ହୁଅ ଓ ସିଦ୍ଧ ଅନ୍ତଃକରଣରେ ଓ ଇଚ୍ଛୁକ ମନରେ ତାହାଙ୍କର ସେବା କର; କାରଣ ସଦାପ୍ରଭୁ ସମସ୍ତ ଅନ୍ତଃକରଣ ଅନୁସନ୍ଧାନ କରନ୍ତି ଓ ଚିନ୍ତାର ସକଳ କଳ୍ପନା ବୁଝନ୍ତି; ଯଦି ତୁମ୍ଭେ ତାହାଙ୍କର ଅନ୍ୱେଷଣ କରିବ, ତେବେ ତୁମ୍ଭେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେ ତାହାଙ୍କୁ ତ୍ୟାଗ କରିବ, ତେବେ ସେ ତୁମ୍ଭକୁ ଚିରକାଳ ଦୂର କରିବେ।