Biblia Todo Logo
Bib sou entènèt

- Piblisite -




ଗୀତସଂହିତା 60:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ବିପକ୍ଷ ପ୍ରତିକୂଳରେ ଆମ୍ଭମାନଙ୍କୁ ସାହାଯ୍ୟ ଦାନ କର; କାରଣ ମନୁଷ୍ୟର ସାହାଯ୍ୟ ବୃଥା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ବିପକ୍ଷ ପ୍ରତିକୂଳରେ ଆମ୍ଭମାନଙ୍କୁ ସାହାଯ୍ୟ ଦାନ କର; କାରଣ ମନୁଷ୍ୟର ସାହାଯ୍ୟ ବୃଥା।

Gade chapit la Kopi

ଓଡିଆ ବାଇବେଲ

11 ବିପକ୍ଷ ପ୍ରତିକୂଳରେ ଆମ୍ଭମାନଙ୍କୁ ସାହାଯ୍ୟ ଦାନ କର; କାରଣ ମନୁଷ୍ୟର ସାହାଯ୍ୟ ବୃଥା।

Gade chapit la Kopi

ପବିତ୍ର ବାଇବଲ

11 ହେ ପରମେଶ୍ୱର, ଶତ୍ରୁମାନଙ୍କୁ ପରାସ୍ତ କରିବାରେ ଆମ୍ଭକୁ ସହାୟ ହୁଅ। ଲୋକମାନେ ଆମ୍ଭମାନଙ୍କୁ ସାହାଯ୍ୟ କରି ପାରିବେ ନାହିଁ।

Gade chapit la Kopi




ଗୀତସଂହିତା 60:11
8 Referans Kwoze  

ତୁମ୍ଭେମାନେ ଅଧିପତିମାନଙ୍କ ଉପରେ, କିଅବା ଯାହାଠାରେ କୌଣସି ସାହାଯ୍ୟ ନାହିଁ, ଏପରି ମନୁଷ୍ୟ-ସନ୍ତାନ ଉପରେ ନିର୍ଭର କର ନାହିଁ।


ବିପକ୍ଷର ପ୍ରତିକୂଳରେ ଆମ୍ଭମାନଙ୍କୁ ସାହାଯ୍ୟ ଦାନ କର; କାରଣ ମନୁଷ୍ୟର ସାହାଯ୍ୟ ବୃଥା।


ପୁଣି, ସେ ଇସ୍ରାଏଲକୁ ତାହାର ସମସ୍ତ ଅପରାଧରୁ ମୁକ୍ତ କରିବେ।


ମିସରୀୟମାନେ ମନୁଷ୍ୟ ମାତ୍ର, ପରମେଶ୍ୱର ନୁହନ୍ତି ଓ ସେମାନଙ୍କ ଅଶ୍ୱଗଣ ମାଂସ ମାତ୍ର, ଆତ୍ମା ନୁହନ୍ତି; ପୁଣି ସଦାପ୍ରଭୁ ଆପଣା ହସ୍ତ ବିସ୍ତାର କଲେ, ସହାୟକାରୀ ଝୁଣ୍ଟି ପଡ଼ିବ ଓ ସହାୟପ୍ରାପ୍ତ ପଡ଼ିଯିବ, ପୁଣି ଦୁହେଁ ଏକତ୍ର ବିନଷ୍ଟ ହେବେ।


କାରଣ ମିସର ମିଥ୍ୟା ଓ ବୃଥାରେ ସାହାଯ୍ୟ କରେ; ଏଥିପାଇଁ ଆମ୍ଭେ ତାହାକୁ ନିଷ୍କର୍ମରେ ଉପବିଷ୍ଟ ରାହବ ବୋଲି ନାମ ଦେଇଅଛୁ।


ମୋହର ପ୍ରାଣ କେବଳ ପରମେଶ୍ୱରଙ୍କର ଅପେକ୍ଷା କରେ; ତାହାଙ୍କଠାରୁ ମୋହର ପରିତ୍ରାଣ ଆସେ।


ହେ ପରମେଶ୍ୱର, ଇସ୍ରାଏଲକୁ ତାହାର ସମସ୍ତ ତାହାର ସମସ୍ତ ସଙ୍କଟରୁ ମୁକ୍ତ କର।


Swiv nou:

Piblisite


Piblisite