ଗୀତସଂହିତା 60:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତୁମ୍ଭେ ଆପଣା ଲୋକମାନଙ୍କୁ କଠିନ ବିଷୟ ଦେଖାଇଅଛ; ତୁମ୍ଭେ ଆମ୍ଭମାନଙ୍କୁ ଟଳମଳକାରିଣୀ ମଦିରା ପାନ କରାଇଅଛ। Gade chapit laପବିତ୍ର ବାଇବଲ (Re-edited) - (BSI)3 ତୁମ୍ଭେ ଆପଣା ଲୋକମାନଙ୍କୁ କଠିନ ବିଷୟ ଦେଖାଇଅଛ; ତୁମ୍ଭେ ଆମ୍ଭମାନଙ୍କୁ ଟଳମଳକାରିଣୀ ମଦିରା ପାନ କରାଇଅଛ। Gade chapit laଓଡିଆ ବାଇବେଲ3 ତୁମ୍ଭେ ଆପଣା ଲୋକମାନଙ୍କୁ କଠିନ ବିଷୟ ଦେଖାଇଅଛ; ତୁମ୍ଭେ ଆମ୍ଭମାନଙ୍କୁ ଟଳମଳକାରିଣୀ ମଦିରା ପାନ କରାଇଅଛ। Gade chapit laପବିତ୍ର ବାଇବଲ3 ତୁମ୍ଭେ ଆପଣା ଲୋକମାନଙ୍କୁ ବହୁତ ସମସ୍ୟା ଦେଇଛ। ଆମ୍ଭେ ମଦ୍ୟପ ପରି ଟଳମଳ ହେଉଛୁ ଓ ପଡ଼ୁଛୁ। Gade chapit la |
ଏହେତୁ ହେ ଆମ୍ଭମାନଙ୍କ ପରମେଶ୍ୱର, ମହାନ, ପରାକ୍ରାନ୍ତ ଓ ଭୟଙ୍କର ପରମେଶ୍ୱର, ତୁମ୍ଭେ ନିୟମ ଓ ଦୟା ପାଳନ କରିଥାଅ, ଅଶୂରୀୟ ରାଜାଗଣର ସମୟଠାରୁ ଆଜି ପର୍ଯ୍ୟନ୍ତ ଆମ୍ଭମାନଙ୍କ ଉପରେ, ଆମ୍ଭମାନଙ୍କ ରାଜାଗଣ ଉପରେ, ଆମ୍ଭମାନଙ୍କ ଅଧିପତିଗଣ ଉପରେ ଓ ଆମ୍ଭମାନଙ୍କ ଯାଜକଗଣ ଉପରେ ଓ ଆମ୍ଭମାନଙ୍କ ଭବିଷ୍ୟଦ୍ବକ୍ତାଗଣ ଉପରେ ଓ ଆମ୍ଭମାନଙ୍କ ପିତୃଗଣ ଉପରେ ଓ ତୁମ୍ଭର ସମସ୍ତ ଲୋକଙ୍କ ଉପରେ ଯେ ଯେ କ୍ଳେଶ ଘଟିଅଛି, ତାହାସବୁ ତୁମ୍ଭ ଦୃଷ୍ଟିରେ କ୍ଷୁଦ୍ର ଦେଖା ନ ଯାଉ।