Biblia Todo Logo
Bib sou entènèt

- Piblisite -




ଗୀତସଂହିତା 60:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସତ୍ୟତା ପକ୍ଷରେ ପ୍ରକାଶ କରିବା ନିମନ୍ତେ ତୁମ୍ଭେ ଆପଣା ଭୟକାରୀମାନଙ୍କୁ ଏକ ପତାକା ଦେଇଅଛ। [ସେଲା]

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ସତ୍ୟତା ପକ୍ଷରେ ପ୍ରକାଶ କରିବା ନିମନ୍ତେ ତୁମ୍ଭେ ଆପଣା ଭୟକାରୀମାନଙ୍କୁ ଏକ ପତାକା ଦେଇଅଛ। [ସେଲା

Gade chapit la Kopi

ଓଡିଆ ବାଇବେଲ

4 ସତ୍ୟତା ପକ୍ଷରେ ପ୍ରକାଶ କରିବା ନିମନ୍ତେ ତୁମ୍ଭେ ଆପଣା ଭୟକାରୀମାନଙ୍କୁ ଏକ ପତାକା ଦେଇଅଛ। [ସେଲା]

Gade chapit la Kopi

ପବିତ୍ର ବାଇବଲ

4 ତୁମ୍ଭକୁ ଉପାସନା କରୁଥିବା ଲୋକଙ୍କୁ ତୁମ୍ଭେ ସତର୍କ କରିବା ପାଇଁ ପତାକା ଉଠାଇଲ। ଯାହା ଫଳରେ ସେମାନେ ନିଜକୁ ତାଙ୍କର ଶତ୍ରୁମାନଙ୍କଠାରୁ ରକ୍ଷା କରି ପାରିବେ। ସେଲା

Gade chapit la Kopi




ଗୀତସଂହିତା 60:4
12 Referans Kwoze  

ଆମ୍ଭେମାନେ ତୁମ୍ଭ ପରିତ୍ରାଣରେ ଜୟଧ୍ୱନି କରିବୁ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନାମରେ ଆମ୍ଭେମାନେ ଧ୍ୱଜା ସ୍ଥାପନ କରିବୁ; ସଦାପ୍ରଭୁ ତୁମ୍ଭର ସବୁ ନିବେଦନ ସିଦ୍ଧ କରନ୍ତୁ।


ପୁଣି, ସେ ଗୋଷ୍ଠୀବର୍ଗ ନିମନ୍ତେ ଗୋଟିଏ ଧ୍ୱଜା ଉଠାଇବେ ଓ ପୃଥିବୀର ଚତୁଷ୍କୋଣରୁ ଇସ୍ରାଏଲର ତାଡ଼ିତ ଲୋକମାନଙ୍କୁ ଏକତ୍ର କରିବେ ଓ ଯିହୁଦାର ଛିନ୍ନଭିନ୍ନ ଲୋକମାନଙ୍କୁ ସଂଗ୍ରହ କରିବେ।


ତହିଁରେ ମୋଶା ଗୋଟିଏ ବେଦି ନିର୍ମାଣ କରି ତହିଁର ନାମ “ଯିହୋବାଃ-ନିଃଷି” ରଖିଲେ।


ତୁମ୍ଭେମାନେ ବୃକ୍ଷଶୂନ୍ୟ ପର୍ବତ ଉପରେ ଧ୍ୱଜା ଟେକ, ଲୋକମାନଙ୍କ ପ୍ରତି ରବ ଉଠାଅ, ହସ୍ତ ହଲାଅ, ସେମାନେ ଅଧିପତିମାନଙ୍କର ନଗର-ଦ୍ୱାରରେ ପ୍ରବେଶ କରନ୍ତୁ।


ପୁଣି, ସେ ଦୂରଦେଶୀୟ ଗୋଷ୍ଠୀଗଣ ପ୍ରତି ଗୋଟିଏ ଧ୍ୱଜା ଉଠାଇବେ ଓ ପୃଥିବୀର ପ୍ରାନ୍ତରୁ ସେମାନଙ୍କ ପାଇଁ ଶିଷ୍‍ ଦେବେ, ପୁଣି, ଦେଖ, ସେମାନେ ଦ୍ରୁତଗମନ କରି ଶୀଘ୍ର ଆସିବେ;


ସେ ଆପଣା ଭୋଜନପାନର ଗୃହକୁ ମୋତେ ଆଣିଲେ, ମୋʼ ଉପରେ ପ୍ରେମ ହିଁ ତାଙ୍କର ପତାକା ହେଲା।


ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ଅନ୍ୟ ଦେଶୀୟମାନଙ୍କ ପ୍ରତି ଆପଣା ହସ୍ତ ଉଠାଇବା ଓ ଗୋଷ୍ଠୀସମୂହର ପ୍ରତି ଆପଣା ଧ୍ୱଜା ଟେକିବା; ତହିଁରେ ସେମାନେ ତୁମ୍ଭ ପୁତ୍ରଗଣକୁ କୋଳରେ ଆଣିବେ ଓ ତୁମ୍ଭର କନ୍ୟାଗଣ ସେମାନଙ୍କ ସ୍କନ୍ଧରେ ବୁହାଯିବେ।


ତହିଁରେ ଲୋକମାନେ ପଶ୍ଚିମ ଦିଗରୁ ସଦାପ୍ରଭୁଙ୍କ ନାମକୁ ଓ ସୂର୍ଯ୍ୟୋଦୟ ସ୍ଥାନରୁ ଲୋକମାନେ ତାହାଙ୍କର ପ୍ରତାପକୁ ଭୟ କରିବେ; କାରଣ ସଦାପ୍ରଭୁଙ୍କ ନିଃଶ୍ୱାସରେ ଚାଳିତ ପ୍ରବଳ ସ୍ରୋତ ପରି ଶତ୍ରୁ ମାଡ଼ି ଆସିବ।


ପୁଣି, ସତ୍ୟତା ଓ ନମ୍ରତା ଓ ଧର୍ମ ସକାଶେ ଆପଣା ପ୍ରଭାବରେ ରଥାରୋହଣ କରି କୃତାର୍ଥ ହୁଅ; ତହିଁରେ ତୁମ୍ଭର ଦକ୍ଷିଣ ହସ୍ତ ତୁମ୍ଭକୁ ଭୟାନକ କାର୍ଯ୍ୟ ଶିଖାଇବ।


Swiv nou:

Piblisite


Piblisite