ଗୀତସଂହିତା 60:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପରମେଶ୍ୱର ଆପଣା ପବିତ୍ର ସ୍ଥାନରେ କହିଅଛନ୍ତି; “ଆମ୍ଭେ ଉଲ୍ଲାସ କରିବା; ଆମ୍ଭେ ଶିଖିମକୁ ବିଭାଗ କରିବା ଓ ସୁକ୍କୋତ ଉପତ୍ୟକାକୁ ମାପିବା। Gade chapit laପବିତ୍ର ବାଇବଲ (Re-edited) - (BSI)6 ପରମେଶ୍ଵର ଆପଣା ପବିତ୍ରତାରେ କହିଅଛନ୍ତି; ଆମ୍ଭେ ଉଲ୍ଲାସ କରିବା; ଗୀତ. ୮୯:୩୫ ଆମ୍ଭେ ଶିଖିମକୁ ବିଭାଗ କରିବା ଓ ସୁକ୍କୋତ ଉପତ୍ୟକାକୁ ମାପିବା। Gade chapit laଓଡିଆ ବାଇବେଲ6 ପରମେଶ୍ୱର ଆପଣା ପବିତ୍ର ସ୍ଥାନରେ କହିଅଛନ୍ତି; “ଆମ୍ଭେ ଉଲ୍ଲାସ କରିବା; ଆମ୍ଭେ ଶିଖିମକୁ ବିଭାଗ କରିବା ଓ ସୁକ୍କୋତ ଉପତ୍ୟକାକୁ ମାପିବା। Gade chapit laପବିତ୍ର ବାଇବଲ6 ପରମେଶ୍ୱର ତାଙ୍କ ମନ୍ଦିରରେ କହିଲେ, “ମୁଁ ଯୁଦ୍ଧରେ ଜିତିବି ଏବଂ ଜୟଲାଭ ବିଷୟରେ ବହୁତ ଖୁସୀ ହେବି। ତା'ପରେ ମୁଁ ଏହି ଭୂମିକୁ ମୋର ଲୋକମାନଙ୍କ ମଧ୍ୟରେ ବାଣ୍ଟିଦେବି। ମୁଁ ଶିଖିମ ଓ ସୁକ୍କୋତ ଉପତ୍ୟକାକୁ ସେମାନଙ୍କୁ ଦେଇଦେବି। Gade chapit la |