ଗୀତସଂହିତା 60:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ମୋୟାବ ଆମ୍ଭର ପ୍ରକ୍ଷାଳନ-ପାତ୍ର; ଆମ୍ଭେ ଇଦୋମ ଉପରେ ଆପଣା ପାଦୁକା ପକାଇବା; ହେ ପଲେଷ୍ଟୀୟା, ତୁମ୍ଭେ ଆମ୍ଭ ସକାଶୁ ଉଚ୍ଚଧ୍ୱନି କର।” Gade chapit laପବିତ୍ର ବାଇବଲ (Re-edited) - (BSI)8 ମୋୟାବ ଆମ୍ଭର ପ୍ରକ୍ଷାଳନ-ପାତ୍ର; ଆମ୍ଭେ ଇଦୋମ ଉପରେ ଆପଣା ପାଦୁକା ପକାଇବା; ହେ ପଲେଷ୍ଟୀୟା, ତୁମ୍ଭେ ଆମ୍ଭ ସକାଶୁ ଉଚ୍ଚ ଧ୍ଵନି କର। Gade chapit laଓଡିଆ ବାଇବେଲ8 ମୋୟାବ ଆମ୍ଭର ପ୍ରକ୍ଷାଳନ-ପାତ୍ର; ଆମ୍ଭେ ଇଦୋମ ଉପରେ ଆପଣା ପାଦୁକା ପକାଇବା; ହେ ପଲେଷ୍ଟୀୟା, ତୁମ୍ଭେ ଆମ୍ଭ ସକାଶୁ ଉଚ୍ଚ ଧ୍ୱନି କର। Gade chapit laପବିତ୍ର ବାଇବଲ8 ମୋୟାବ ମୋର ପାଦ ଧୋଇବା ପାଇଁ ପ୍ରକ୍ଷାଳନ ପାତ୍ର। ଇଦୋମ ମୋର ପାଦୁକା ବହନ କରିବ। ମୁଁ ପଲେଷ୍ଟୀୟମାନଙ୍କୁ ପରାସ୍ତ କରିବି। ତୁମ୍ଭେ ବିଜୟ ସକାଶେ ଜୟଧ୍ୱନି କର।” Gade chapit la |