ଗୀତସଂହିତା 60:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 କିଏ ମୋତେ ଦୃଢ଼ ନଗରକୁ ଆଣିବ? କିଏ ମୋତେ ଇଦୋମ ଦେଶ ପର୍ଯ୍ୟନ୍ତ କଢ଼ାଇ ନେବ? Gade chapit laପବିତ୍ର ବାଇବଲ (Re-edited) - (BSI)9 କିଏ ମୋତେ ଦୃଢ଼ ନଗରକୁ ଆଣିବ? କିଏ ମୋତେ ଇଦୋମ ପର୍ଯ୍ୟନ୍ତ କଢ଼ାଇ ଆଣିଅଛି? Gade chapit laଓଡିଆ ବାଇବେଲ9 କିଏ ମୋତେ ଦୃଢ଼ ନଗରକୁ ଆଣିବ ? କିଏ ମୋତେ ଇଦୋମ ଦେଶ ପର୍ଯ୍ୟନ୍ତ କଢ଼ାଇ ନେବ ?” Gade chapit laପବିତ୍ର ବାଇବଲ9-10 କିଏ ମୋତେ ସେହି ଦୃଢ଼ ନଗର ଭିତରକୁ ଆଣିବ? କିଏ ମୋତେ ଇଦୋମ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଆଗେଇ ନେବ? ପରମେଶ୍ୱର, ତୁମ୍ଭେ ନୁହଁ କି? କିନ୍ତୁ ତୁମ୍ଭେ ଆମ୍ଭକୁ ପ୍ରତ୍ୟାଖ୍ୟାନ କରିଛ। ପରମେଶ୍ୱର, ତୁମ୍ଭେ ଆଉ ଦିନ ତମାମ ଆମ୍ଭର ଶତ୍ରୁମାନଙ୍କ ସହିତ ଯାଅ ନାହିଁ। Gade chapit la |