Biblia Todo Logo
Bib sou entènèt

- Piblisite -




ଗୀତସଂହିତା 61:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ହେ ପରମେଶ୍ୱର, ମୋହର କାକୂକ୍ତି ଶୁଣ; ମୋʼ ପ୍ରାର୍ଥନାରେ ମନୋଯୋଗ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ହେ ପରମେଶ୍ଵର, ମୋହର କାକୂକ୍ତି ଶୁଣ; ମୋʼ ପ୍ରାର୍ଥନାରେ ମନୋଯୋଗ କର।

Gade chapit la Kopi

ଓଡିଆ ବାଇବେଲ

1 ହେ ପରମେଶ୍ୱର, ମୋହର କାକୂକ୍ତି ଶୁଣ; ମୋ’ ପ୍ରାର୍ଥନାରେ ମନୋଯୋଗ କର।

Gade chapit la Kopi

ପବିତ୍ର ବାଇବଲ

1 ପରମେଶ୍ୱର, ସାହାଯ୍ୟ ପାଇଁ ମୋର କ୍ରନ୍ଦନ ଶୁଣ। ମୋର ପ୍ରାର୍ଥନାରେ ମନୋଯୋଗ କର।

Gade chapit la Kopi




ଗୀତସଂହିତା 61:1
11 Referans Kwoze  

କୌଣସି ବିଷୟରେ ଚିନ୍ତିତ ହୁଅ ନାହିଁ, କିନ୍ତୁ ସମସ୍ତ ବିଷୟରେ ପ୍ରାର୍ଥନା ଓ ବିନତି ଦ୍ୱାରା ଧନ୍ୟବାଦ ସହ ତୁମ୍ଭମାନଙ୍କର ନିବେଦନସବୁ ଈଶ୍ବରଙ୍କ ନିକଟରେ ଜଣାଅ।


ହେ ମୋହର ଧର୍ମସ୍ୱରୂପ ପରମେଶ୍ୱର, ମୁଁ ଡାକିଲେ ମୋତେ ଉତ୍ତର ଦିଅ; ସଙ୍କଟରେ ଥିବା ସମୟରେ ତୁମ୍ଭେ ମୋତେ ପ୍ରଶସ୍ତ ସ୍ଥାନ ଦେଇଅଛ; ମୋତେ ଦୟା କର ଓ ମୋହର ପ୍ରାର୍ଥନା ଶୁଣ।


ହେ ସଦାପ୍ରଭୋ, ମୋʼ ପ୍ରାର୍ଥନାରେ କର୍ଣ୍ଣପାତ କର ଓ ମୋʼ ନିବେଦନର ରବରେ ମନୋଯୋଗ କର।


ହେ ପ୍ରଭୋ, ମୋʼ ରବ ଶୁଣ; ତୁମ୍ଭ କର୍ଣ୍ଣ ମୋʼ ବିନତି-ରବରେ ମନୋଯୋଗ କରୁ।


ହେ ପରମେଶ୍ୱର, ତୁମ୍ଭ ନାମ ଦ୍ୱାରା ମୋତେ ପରିତ୍ରାଣ କର ଓ ତୁମ୍ଭ ପରାକ୍ରମରେ ମୋହର ବିଚାର କର।


ହେ ସଦାପ୍ରଭୋ, ନ୍ୟାୟବାଦ ଶୁଣ, ମୋʼ କାକୂକ୍ତିରେ ମନୋଯୋଗ କର; ନିଷ୍କପଟ ଓଷ୍ଠରୁ ନିର୍ଗତ ମୋʼ ପ୍ରାର୍ଥନାରେ କର୍ଣ୍ଣପାତ କର।


ହେ ପରମେଶ୍ୱର, ମୋʼ କାକୂକ୍ତିର ରବ ଶ୍ରବଣ କର; ଶତ୍ରୁ ଭୟରୁ ମୋʼ ଜୀବନ ରକ୍ଷା କର।


ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲା ବେଳେ, ତୁମ୍ଭ ମହାପବିତ୍ର ସ୍ଥାନ ଆଡ଼େ ଆପଣା ହସ୍ତ ଟେକିବା ବେଳେ, ମୋʼ ନିବେଦନର ରବ ଶ୍ରବଣ କର।


ହେ ସଦାପ୍ରଭୋ, ତୁମ୍ଭ କ୍ରୋଧରେ ମୋତେ ଅନୁଯୋଗ କର ନାହିଁ, କିଅବା ତୁମ୍ଭ ପ୍ରଚଣ୍ଡ ବିରକ୍ତିରେ ମୋତେ ଶାସନ କର ନାହିଁ।


Swiv nou:

Piblisite


Piblisite