Biblia Todo Logo
Bib sou entènèt

- Piblisite -




ଗୀତସଂହିତା 64:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ହେ ପରମେଶ୍ୱର, ମୋʼ କାକୂକ୍ତିର ରବ ଶ୍ରବଣ କର; ଶତ୍ରୁ ଭୟରୁ ମୋʼ ଜୀବନ ରକ୍ଷା କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ହେ ପରମେଶ୍ଵର, ମୋʼ କାକୂକ୍ତିର ରବ ଶ୍ରବଣ କର; ଶତ୍ରୁ ଭୟରୁ ମୋʼ ଜୀବନ ରକ୍ଷା କର।

Gade chapit la Kopi

ଓଡିଆ ବାଇବେଲ

1 ହେ ପରମେଶ୍ୱର, ମୋ’ କାକୂକ୍ତିର ରବ ଶ୍ରବଣ କର; ଶତ୍ରୁ ଭୟରୁ ମୋ’ ଜୀବନ ରକ୍ଷା କର।

Gade chapit la Kopi

ପବିତ୍ର ବାଇବଲ

1 ହେ ପରମେଶ୍ୱର, ମୋହର ଅଭିଯୋଗ ଶୁଣ। ମୋ’ ଶତ୍ରୁମାନେ ମୋତେ ଭୟଭୀତ କରିଛନ୍ତି। ସେମାନଙ୍କଠାରୁ ମୋର ଜୀବନ ରକ୍ଷା କର।

Gade chapit la Kopi




ଗୀତସଂହିତା 64:1
13 Referans Kwoze  

ମୁଁ ସଦାପ୍ରଭୁଙ୍କଠାରେ ପ୍ରାର୍ଥନା କଲି ଓ ସେ ମୋତେ ଉତ୍ତର ଦେଲେ, ପୁଣି, ମୋହର ସବୁ ଭୟରୁ ମୋତେ ଉଦ୍ଧାର କଲେ।


ପାଉଲ, ଭୟ କର ନାହିଁ; କାଇସରଙ୍କର ସମ୍ମୁଖରେ ତୁମ୍ଭକୁ ଠିଆ ହେବାକୁ ହେବ, ଆଉ ଦେଖ, ତୁମ୍ଭର ସହଯାତ୍ରୀ ସମସ୍ତଙ୍କୁ ଈଶ୍ବର ତୁମ୍ଭକୁ ଦାନ କରିଅଛନ୍ତି।


ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରୁଅଛି; ମୋʼ ପକ୍ଷରେ ସତ୍ୱର ହୁଅ; ମୁଁ ଡାକିବା ବେଳେ ମୋʼ ରବରେ କର୍ଣ୍ଣ ଦିଅ।


ହେ ସଦାପ୍ରଭୋ, ଦୁର୍ଜ୍ଜନଠାରୁ ମୋତେ ଉଦ୍ଧାର କର; ଦୌରାତ୍ମ୍ୟକାରୀ ମନୁଷ୍ୟଠାରୁ ମୋତେ ରକ୍ଷା କର।


ହେ ସଦାପ୍ରଭୋ, ମୁଁ ଆପଣା ରବରେ ଡାକିବା ବେଳେ ଶୁଣ; ମୋʼ ପ୍ରତି ଦୟା କର ଓ ମୋତେ ଉତ୍ତର ଦିଅ।


Swiv nou:

Piblisite


Piblisite