Biblia Todo Logo
Bib sou entènèt

- Piblisite -




ଗୀତସଂହିତା 64:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଧାର୍ମିକ ଲୋକ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବ ଓ ତାହାଙ୍କର ଶରଣାଗତ ହେବ। ପୁଣି, ସରଳାନ୍ତଃକରଣ ସମସ୍ତେ ସଦାପ୍ରଭୁଙ୍କଠାରେ ପ୍ରଶଂସା କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଧାର୍ମିକ ଲୋକ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବ ଓ ତାହାଙ୍କର ଶରଣାଗତ ହେବ। ପୁଣି, ସରଳାନ୍ତଃକରଣ ସମସ୍ତେ ଦର୍ପ କରିବେ।

Gade chapit la Kopi

ଓଡିଆ ବାଇବେଲ

10 ଧାର୍ମିକ ଲୋକ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବ ଓ ତାହାଙ୍କର ଶରଣାଗତ ହେବ। ପୁଣି, ସରଳାନ୍ତଃକରଣ ସମସ୍ତେ ସଦାପ୍ରଭୁଙ୍କଠାରେ ପ୍ରଶଂସା କରିବେ।

Gade chapit la Kopi

ପବିତ୍ର ବାଇବଲ

10 ଧାର୍ମିକ ଲୋକମାନେ ସଦାପ୍ରଭୁଙ୍କ ସେବାରେ ଆନନ୍ଦ କରିବେ। ସେମାନେ ତାହାଙ୍କର ଶରଣାଗତ ହେବେ। ପୁଣି ସମସ୍ତ ସଜ୍ଜନମାନେ, ସଦାପ୍ରଭୁଙ୍କର ପ୍ରଶଂସା କରିବେ।

Gade chapit la Kopi




ଗୀତସଂହିତା 64:10
12 Referans Kwoze  

ହେ ଧାର୍ମିକଗଣ, ସଦାପ୍ରଭୁଙ୍କଠାରେ ଆନନ୍ଦ କର ଓ ଉଲ୍ଲସିତ ହୁଅ; ହେ ସରଳାନ୍ତଃକରଣ ସମସ୍ତେ, ତୁମ୍ଭେମାନେ ଆନନ୍ଦଧ୍ୱନି କର।


ପୁଣି, ସେ ମୋʼ ମୁଖରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରଶଂସାର ଏକ ନୂତନ ଗୀତ ଦେଇଅଛନ୍ତି; ଅନେକେ ଏହା ଦେଖିବେ ଓ ଭୟ କରିବେ, ପୁଣି, ସଦାପ୍ରଭୁଙ୍କଠାରେ ବିଶ୍ୱାସ କରିବେ।


କିନ୍ତୁ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର କ୍ରୁଶ ବ୍ୟତୀତ ଆଉ କାହିଁରେ ଦର୍ପ କରିବା ମୋʼଠାରୁ ଦୂରେ ଥାଉ; ତାହାଙ୍କ ଦ୍ୱାରା ଜଗତ ମୋʼ ପ୍ରତି ଓ ମୁଁ ଜଗତ ପ୍ରତି କ୍ରୁଶରେ ହତ ହୋଇଅଛି।


ତାହାର ବଂଶ ପୃଥିବୀରେ ବିକ୍ରମଶାଳୀ ହେବେ ସରଳ ଲୋକର ବଂଶ ଆଶୀର୍ବାଦ ପ୍ରାପ୍ତ ହେବେ।


ଧାର୍ମିକମାନଙ୍କ ପାଇଁ ଦୀପ୍ତି ଓ ସରଳମନାମାନଙ୍କ ପାଇଁ ଆନନ୍ଦ ବୁଣା ଯାଇଅଛି।


ମୋʼ ପ୍ରାଣକୁ ରକ୍ଷା କର ଓ ମୋତେ ଉଦ୍ଧାର କର; ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ, କାରଣ ମୁଁ ତୁମ୍ଭଠାରେ ଶରଣ ନେଇଅଛି।


ଧାର୍ମିକମାନେ ତାହା ଦେଖି ଆନନ୍ଦିତ ହୁଅନ୍ତି ଓ ନିର୍ଦ୍ଦୋଷ ଲୋକ ସେମାନଙ୍କୁ ପରିହାସ କରି କହନ୍ତି,


ସର୍ବଦା ପ୍ରଭୁଙ୍କଠାରେ ଆନନ୍ଦ କର, ପୁନଶ୍ଚ କହୁଅଛି, ଆନନ୍ଦ କର।


ଧାର୍ମିକ ଲୋକ ପ୍ରତିଫଳ ଦେଖି ଆନନ୍ଦ କରିବ; ସେ ଦୁଷ୍ଟମାନଙ୍କ ରକ୍ତରେ ଆପଣା ପାଦ ଧୋଇବ।


ମୁଁ ସଦାପ୍ରଭୁଙ୍କଠାରେ ଶରଣ ନିଏ; ତୁମ୍ଭେମାନେ କିପରି ମୋʼ ପ୍ରାଣକୁ କହୁଅଛ, “ପକ୍ଷୀ ପରି ଆପଣା ପର୍ବତକୁ ଉଡ଼ିଯାଅ?”


Swiv nou:

Piblisite


Piblisite