ଗୀତସଂହିତା 64:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ପୁଣି, ସକଳ ମନୁଷ୍ୟ ଭୟ କରିବେ, ସେମାନେ ପରମେଶ୍ୱରଙ୍କ କର୍ମ ପ୍ରକାଶ କରିବେ ଓ ତାହାଙ୍କର କ୍ରିୟା ସୁବିବେଚନା କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)9 ପୁଣି, ସକଳ ମନୁଷ୍ୟ ଭୟ କରିବେ ଓ ସେମାନେ ପରମେଶ୍ଵରଙ୍କ କର୍ମ ପ୍ରକାଶ କରିବେ ଓ ତାହାଙ୍କର କ୍ରିୟା ସୁବିବେଚନା କରିବେ। Gade chapit laଓଡିଆ ବାଇବେଲ9 ପୁଣି, ସକଳ ମନୁଷ୍ୟ ଭୟ କରିବେ, ସେମାନେ ପରମେଶ୍ୱରଙ୍କ କର୍ମ ପ୍ରକାଶ କରିବେ ଓ ତାହାଙ୍କର କ୍ରିୟା ସୁବିବେଚନା କରିବେ। Gade chapit laପବିତ୍ର ବାଇବଲ9 ତା'ହେଲେ ପ୍ରତ୍ୟେକ ବ୍ୟକ୍ତି ଭୟଭୀତ ହେବେ। ସେମାନେ ପରମେଶ୍ୱରଙ୍କର କାର୍ଯ୍ୟ ବିଷୟରେ କହିବେ ଏବଂ ସେ ଯାହା କରିଛନ୍ତି ସେମାନେ ତାହା ଶିକ୍ଷା କରିବେ। Gade chapit la |