ଗୀତସଂହିତା 65:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହେ ପରମେଶ୍ୱର, ସିୟୋନରେ ପ୍ରଶଂସା ତୁମ୍ଭର ଅପେକ୍ଷା କରେ ଓ ତୁମ୍ଭ ଉଦ୍ଦେଶ୍ୟରେ ମାନତ ପୂର୍ଣ୍ଣ କରାଯିବ। Gade chapit laପବିତ୍ର ବାଇବଲ (Re-edited) - (BSI)1 ହେ ପରମେଶ୍ଵର, ସିୟୋନରେ ପ୍ରଶଂସା ତୁମ୍ଭର ଅପେକ୍ଷା କରେ ଓ ତୁମ୍ଭ ଉଦ୍ଦେଶ୍ୟରେ ମାନତ ପୂର୍ଣ୍ଣ କରାଯିବ। Gade chapit laଓଡିଆ ବାଇବେଲ1 ହେ ପରମେଶ୍ୱର, ସିୟୋନରେ ପ୍ରଶଂସା ତୁମ୍ଭର ଅପେକ୍ଷା କରେ ଓ ତୁମ୍ଭ ଉଦ୍ଦେଶ୍ୟରେ ମାନତ ପୂର୍ଣ୍ଣ କରାଯିବ। Gade chapit laପବିତ୍ର ବାଇବଲ1 ହେ ସିୟୋନର ପରମେଶ୍ୱର, ତୁମ୍ଭେ ପ୍ରଶଂସିତ ହେବାର ହକ୍ଦାର। ଆମ୍ଭେମାନେ ତୁମ୍ଭଠାରେ କରିଥିବା ପ୍ରତିଜ୍ଞା ପୂରଣ କରିବୁ। Gade chapit la |