ଗୀତସଂହିତା 66:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପରମେଶ୍ୱରଙ୍କୁ କୁହ, “ତୁମ୍ଭ କର୍ମସକଳ କିପରି ଭୟଙ୍କର! ତୁମ୍ଭ ପରାକ୍ରମର ମହତ୍ତ୍ୱ ଦ୍ୱାରା ତୁମ୍ଭ ଶତ୍ରୁଗଣ ଆପେ ତୁମ୍ଭର ବଶୀଭୂତ ହେବେ। Gade chapit laପବିତ୍ର ବାଇବଲ (Re-edited) - (BSI)3 ପରମେଶ୍ଵରଙ୍କୁ କୁହ, ତୁମ୍ଭ କର୍ମସକଳ କିପରି ଭୟଙ୍କରଣ! ତୁମ୍ଭ ପରାକ୍ରମର ମହତ୍ତ୍ଵ ଦ୍ଵାରା ତୁମ୍ଭ ଶତ୍ରୁଗଣ ଆପେ ତୁମ୍ଭର ବଶୀଭୂତ ହେବେ। Gade chapit laଓଡିଆ ବାଇବେଲ3 ପରମେଶ୍ୱରଙ୍କୁ କୁହ, “ତୁମ୍ଭ କର୍ମସକଳ କିପରି ଭୟଙ୍କର ! ତୁମ୍ଭ ପରାକ୍ରମର ମହତ୍ତ୍ୱ ଦ୍ୱାରା ତୁମ୍ଭ ଶତ୍ରୁଗଣ ଆପେ ତୁମ୍ଭର ବଶୀଭୂତ ହେବେ।” Gade chapit laପବିତ୍ର ବାଇବଲ3 ପରମେଶ୍ୱରଙ୍କୁ କୁହ, “ତୁମ୍ଭର କାର୍ଯ୍ୟ ଆଶ୍ଚର୍ଯ୍ୟଜନକ ଅଟେ। ପରମେଶ୍ୱର, ତୁମ୍ଭର ଶକ୍ତି ମହାନ! ତୁମ୍ଭର ଶତ୍ରୁମାନେ ତୁମ୍ଭ ସମ୍ମୁଖରେ ନତମସ୍ତକ ହୁଅନ୍ତି। ସେମାନେ ତୁମ୍ଭକୁ ଭୟ କରନ୍ତି। Gade chapit la |