Biblia Todo Logo
Bib sou entènèt

- Piblisite -




ଗୀତସଂହିତା 66:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ସେ ସମୁଦ୍ରକୁ ଶୁଷ୍କ ଭୂମି କଲେ; ଲୋକମାନେ ନଦୀ ମଧ୍ୟଦେଇ ପାଦରେ ଗମନ କଲେ; ସେହି ସ୍ଥାନରେ ଆମ୍ଭେମାନେ ତାହାଙ୍କଠାରେ ଆନନ୍ଦ କଲୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ସେ ସମୁଦ୍ରକୁ ଶୁଷ୍କଭୂମି କଲେ; ଲୋକମାନେ ନଦୀ ମଧ୍ୟ ଦେଇ ପାଦରେ ଗମନ କଲେ; ସେସ୍ଥାନରେ ଆମ୍ଭେମାନେ ତାହାଙ୍କଠାରେ ଆନନ୍ଦ କଲୁ।

Gade chapit la Kopi

ଓଡିଆ ବାଇବେଲ

6 ସେ ସମୁଦ୍ରକୁ ଶୁଷ୍କଭୂମି କଲେ; ଲୋକମାନେ ନଦୀ ମଧ୍ୟ ଦେଇ ପାଦରେ ଗମନ କଲେ; ସେହି ସ୍ଥାନରେ ଆମ୍ଭେମାନେ ତାହାଙ୍କଠାରେ ଆନନ୍ଦ କଲୁ।

Gade chapit la Kopi

ପବିତ୍ର ବାଇବଲ

6 ପରମେଶ୍ୱର ପର୍ଯ୍ୟାୟକ୍ରମେ ସମୁଦ୍ରକୁ ଶୁଖାଇ ଥିଲେ। ତାଙ୍କର ଲୋକ ନଦୀକୁ ଅତିକ୍ରମ କରି ଗ୍ଭଲିଲେ।

Gade chapit la Kopi




ଗୀତସଂହିତା 66:6
13 Referans Kwoze  

ଊର୍ଦ୍ଧ୍ୱରୁ ଆଗତ ସମସ୍ତ ଜଳ ସ୍ଥଗିତ ହୋଇ ସର୍ତ୍ତନ ନିକଟବର୍ତ୍ତୀ ଆଦମ ନଗରଠାରୁ ଅତି ଦୂରରେ ଏକ ରାଶି ହୋଇ ଉଠିଲା; ପୁଣି ପଦାଭୂମିର ସମୁଦ୍ର, ଅର୍ଥାତ୍‍, ଲବଣ ସମୁଦ୍ରଗାମୀ ଜଳ ସମ୍ପୂର୍ଣ୍ଣ ରୂପେ କଟା ହେଲା; ତହିଁରେ ଲୋକମାନେ ଯିରୀହୋ ସମ୍ମୁଖରେ ପାର ହୋଇଗଲେ।


ସେ ସମୁଦ୍ରକୁ ବିଭକ୍ତ କରି ସେମାନଙ୍କୁ ପାର କରାଇଲେ; ପୁଣି, ସେ ଜଳସମୂହକୁ ରାଶୀ ରୂପେ ଠିଆ କରାଇଲେ।


ସେତେବେଳେ ଲୋକମାନେ ଯର୍ଦ୍ଦନ ପାର ହେବା ନିମନ୍ତେ ଆପଣା ଆପଣା ତମ୍ବୁରୁ ଯାତ୍ରା କରନ୍ତେ, ଯାଜକମାନେ ନିୟମ-ସିନ୍ଦୁକ ବହି ଲୋକମାନଙ୍କ ସମ୍ମୁଖସ୍ଥ ହେଲେ।


ମାତ୍ର ଇସ୍ରାଏଲ-ସନ୍ତାନଗଣ ଶୁଷ୍କ ପଥରେ ସମୁଦ୍ର ମଧ୍ୟଦେଇ ଗମନ କଲେ; ପୁଣି, ଜଳ ସେମାନଙ୍କ ବାମ ଓ ଦକ୍ଷିଣରେ ପ୍ରାଚୀର ତୁଲ୍ୟ ହେଲା।


ଆଉ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକବାହକ ଯାଜକମାନେ ଯର୍ଦ୍ଦନ ମଧ୍ୟରେ ଶୁଷ୍କ ଭୂମିରେ ସ୍ଥିର ରୂପେ ସ୍ଥଗିତ ରହିଲେ; ତହିଁରେ ସମୁଦାୟ ଇସ୍ରାଏଲ ଗୋଷ୍ଠୀ ନିଃଶେଷ ରୂପେ ଯର୍ଦ୍ଦନ ପାର ହେବା ଯାଏ ସମସ୍ତେ ଶୁଷ୍କ ଭୂମି ଦେଇ ପାର ହୋଇଗଲେ।


ତୁମ୍ଭେମାନେ ଆପଣା ଆପଣା ସନ୍ତାନମାନଙ୍କୁ ଜଣାଇବ, ଇସ୍ରାଏଲ ଶୁଷ୍କ ଭୂମି ଦେଇ ଏହି ଯର୍ଦ୍ଦନ ପାର ହୋଇ ଆସିଥିଲେ।


Swiv nou:

Piblisite


Piblisite