ଗୀତସଂହିତା 66:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସେ ଆପଣା ପରାକ୍ରମରେ ଅନନ୍ତକାଳ କର୍ତ୍ତୃତ୍ୱ କରନ୍ତି; ତାହାଙ୍କ ଚକ୍ଷୁ ଗୋଷ୍ଠୀସମୂହକୁ ନିରୀକ୍ଷଣ କରେ; ବିଦ୍ରୋହୀମାନେ ଆପଣାମାନଙ୍କୁ ଉନ୍ନତ ନ କରନ୍ତୁ। [ସେଲା] Gade chapit laପବିତ୍ର ବାଇବଲ (Re-edited) - (BSI)7 ସେ ଆପଣା ପରାକ୍ରମରେ ଅନନ୍ତକାଳ କର୍ତ୍ତୃତ୍ଵ କରନ୍ତି; ତାହାଙ୍କ ଚକ୍ଷୁ ଗୋଷ୍ଠୀସମୂହକୁ ନିରୀକ୍ଷଣ କରେ; ବିଦ୍ରୋହୀମାନେ ଆପଣାମାନଙ୍କୁ ଉନ୍ନତ ନ କରନ୍ତୁ। [ସେଲା Gade chapit laଓଡିଆ ବାଇବେଲ7 ସେ ଆପଣା ପରାକ୍ରମରେ ଅନନ୍ତକାଳ କର୍ତ୍ତୃତ୍ୱ କରନ୍ତି; ତାହାଙ୍କ ଚକ୍ଷୁ ଗୋଷ୍ଠୀସମୂହକୁ ନିରୀକ୍ଷଣ କରେ; ବିଦ୍ରୋହୀମାନେ ଆପଣାମାନଙ୍କୁ ଉନ୍ନତ ନ କରନ୍ତୁ। [ସେଲା] Gade chapit laପବିତ୍ର ବାଇବଲ7 ପରମେଶ୍ୱର ତାଙ୍କର ମହାନ ଶକ୍ତିରେ ପୃଥିବୀରେ ଶାସନ କରନ୍ତି। ପରମେଶ୍ୱର ଜାତିଗଣକୁ ନିରୀକ୍ଷଣ କରନ୍ତି। ତାଙ୍କ ବିପକ୍ଷରେ ଜିଦ୍ଖୋର ହୋଇ ବିଦ୍ରୋହୀ ଭାବେ ଛିଡ଼ା ହେବା ଉଚିତ୍ ନୁହେଁ। ସେଲା Gade chapit la |