Biblia Todo Logo
Bib sou entènèt

- Piblisite -




ଗୀତସଂହିତା 67:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ହେ ପରମେଶ୍ୱର, ଗୋଷ୍ଠୀୟମାନେ ତୁମ୍ଭର ପ୍ରଶଂସା କରନ୍ତୁ; ଯାବତୀୟ ଗୋଷ୍ଠୀ ତୁମ୍ଭର ପ୍ରଶଂସା କରନ୍ତୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ହେ ପରମେଶ୍ଵର, ଗୋଷ୍ଠୀୟମାନେ ତୁମ୍ଭର ପ୍ରଶଂସା କରନ୍ତୁ; ଯାବତୀୟ ଗୋଷ୍ଠୀ ତୁମ୍ଭର ପ୍ରଶଂସା କରନ୍ତୁ।

Gade chapit la Kopi

ଓଡିଆ ବାଇବେଲ

5 ହେ ପରମେଶ୍ୱର, ଗୋଷ୍ଠୀୟମାନେ ତୁମ୍ଭର ପ୍ରଶଂସା କରନ୍ତୁ; ଯାବତୀୟ ଗୋଷ୍ଠୀ ତୁମ୍ଭର ପ୍ରଶଂସା କରନ୍ତୁ।

Gade chapit la Kopi

ପବିତ୍ର ବାଇବଲ

5 ହେ ପରମେଶ୍ୱର, ଗୋଷ୍ଠୀୟମାନେ ତୁମ୍ଭର ପ୍ରଶଂସା କରନ୍ତୁ। ସମସ୍ତ ଗୋଷ୍ଠୀ ତୁମ୍ଭର ପ୍ରଶଂସା କରନ୍ତୁ।

Gade chapit la Kopi




ଗୀତସଂହିତା 67:5
4 Referans Kwoze  

ହେ ପରମେଶ୍ୱର, ଗୋଷ୍ଠୀୟଗଣ ତୁମ୍ଭର ପ୍ରଶଂସା କରନ୍ତୁ; ଯାବତୀୟ ଗୋଷ୍ଠୀ ତୁମ୍ଭର ପ୍ରଶଂସା କରନ୍ତୁ।


ଆଉ ତୁମ୍ଭେ ଆମ୍ଭମାନଙ୍କ ସଙ୍ଗେ ଗଲେ ଏହା ହେବ, ନିଶ୍ଚୟ ଏହା ହେବ ଯେ, ସଦାପ୍ରଭୁ ଆମ୍ଭମାନଙ୍କ ପ୍ରତି ଯେକୌଣସି ମଙ୍ଗଳ କରିବେ, ତାହା ଆମ୍ଭେମାନେ ତୁମ୍ଭ ପ୍ରତି କରିବୁ।”


ମଧ୍ୟ ସଦାପ୍ରଭୁ ଉପଦ୍ରବଗ୍ରସ୍ତମାନଙ୍କ ନିମନ୍ତେ ଉଚ୍ଚ ଦୁର୍ଗ ହେବେ। ସଙ୍କଟ ସମୟରେ ଉଚ୍ଚ ଦୁର୍ଗ ହେବେ;


Swiv nou:

Piblisite


Piblisite