ଗୀତସଂହିତା 67:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପୃଥିବୀ ନିଜ ଫଳ ଉତ୍ପନ୍ନ କରିଅଛି; ପରମେଶ୍ୱର, ଆମ୍ଭମାନଙ୍କ ପରମେଶ୍ୱର, ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)6 ପୃଥିବୀ ନିଜ ଫଳ ଉତ୍ପନ୍ନ କରିଅଛି; ପରମେଶ୍ଵର, ଆମ୍ଭମାନଙ୍କ ପରମେଶ୍ଵର ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ। Gade chapit laଓଡିଆ ବାଇବେଲ6 ପୃଥିବୀ ନିଜ ଫଳ ଉତ୍ପନ୍ନ କରିଅଛି; ପରମେଶ୍ୱର, ଆମ୍ଭମାନଙ୍କ ପରମେଶ୍ୱର, ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ। Gade chapit laପବିତ୍ର ବାଇବଲ6 ଭୂମି ତା'ର ଫସଲ ଦିଏ। ହେ ପରମେଶ୍ୱର, ଆମ୍ଭର ପରମେଶ୍ୱର, ଆମ୍ଭକୁ ଆଶୀର୍ବାଦ କରିବା ଗ୍ଭଲୁ ରଖ। Gade chapit la |
ପରମେଶ୍ୱର ମୋଶାଙ୍କୁ ଆହୁରି କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି କଥା କହିବ, ‘ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ଅର୍ଥାତ୍, ଅବ୍ରହାମର ପରମେଶ୍ୱର, ଇସ୍ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର ଯେ ସଦାପ୍ରଭୁ (ସ୍ୱୟମ୍ଭୂ), ସେ ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇଅଛନ୍ତି; ଆମ୍ଭର ଏହି ନାମ ଅନନ୍ତକାଳସ୍ଥାୟୀ, ପୁଣି, ପୁରୁଷାନୁକ୍ରମେ ସ୍ମରଣୀୟ ଅଟେ।’